ଭୁବନେଶ୍ୱର: ଶିକ୍ଷାନୁଷ୍ଠାନରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଭୁବନେଶ୍ୱର XIMB ପରେ କେନ୍ଦ୍ରୀୟ ବିଦ୍ୟାଳୟ-୧ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ ଛାତ୍ରଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ସେ ଗତ ଶନିବାର ଦିନ ପରୀକ୍ଷା ଦେବାକୁ ଆସିଥିଲେ । ବର୍ତ୍ତମାନ କେନ୍ଦ୍ରୀୟ ବିଦ୍ୟାଳୟର ସବୁ ଛାତ୍ରଛାତ୍ରୀଙ୍କ ହେବ କୋଭିଡ୍ ଟେଷ୍ଟ । ବିଏମସି ପକ୍ଷରୁ କ୍ୟାମ୍ପ କରାଯାଇ କୋଭିଡ୍ ଟେଷ୍ଟ କରାଯିବ । କଣ୍ଟାକ୍ଟ ଟ୍ରେସିଂ ବି କରାଯିବ ।
BREAKING NEWS
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
- ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଷୁବ ପୁରସ୍କାର ଓ ଏହିମାନେ ପାଇବେ ‘ଝଙ୍କାର’ ପୁରସ୍କାର
Comments are closed.