ସୁବର୍ଣ୍ଣପୁର : ଟ୍ରେନ ଧକ୍କାରେ ଯୁବକଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ଫାଟକରେ । ଆଜି ସକାଳୁ ମର୍ଣ୍ଣିଙ୍ଗ ୱାକରେ ଗଲାବେଳେ ଡୁଙ୍ଗୁରିପାଲି ସ୍ଥିତ ଲେବଲ୍ କ୍ରସିଂ ପାରି ହେଲା ବେଳେ ଧକ୍କା ଦେଲା ଟ୍ରେନ୍ । ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗିରର ପୁର୍ବତନ ସାଂସଦ ବାଲଗୋପାଳ ମିଶ୍ରଙ୍କ ସାନ ପୁଅ ଅବିନାଶ ମିଶ୍ର ବୋଲି ଜଣାପଡିଛି। ଡୁଙ୍ଗୁରିପାଲି – ରାମପୁର ରୋଡ଼ ରେଳ ଫାଟକ ଠାରେ ଆଜି ଭୋର ୫ ଟାରେ ପୁରୀ – ଦୁର୍ଗ ଇଣ୍ଟେରସିଟି ଏକ୍ସପ୍ରେସ ଟ୍ରେନ ଧକ୍କା ରେ ଅବିନାଶଙ୍କ ମୃତ୍ୟୁ ହୋଇଛି ।
BREAKING NEWS
- PM Modi Assam Visits: ଚା ବଗିଚାରେ ହଠାତ୍ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ, ମହିଳାଙ୍କ ସହ ଛିଣ୍ଡାଇଲେ ଚା ପତ୍ର…
- ଭାରତରେ ପ୍ରଥମ ଥର ପାଇଁ କେବେ ଆସିଥିଲା ପେଟ୍ରୋଲ? ଜାଣନ୍ତୁ କେଉଁ ଦେଶରୁ ଆମଦାନି ହୋଇଥିଲା..
- Hydroponic Ganja: ହାଇଡ୍ରୋପୋନିକ୍ ଗଞ୍ଜେଇ କ’ଣ? କାହିଁକି ବୃଦ୍ଧି ପାଉଛି ଚୋରା ଚାଲାଣ?
- Iran War: ଶୀଘ୍ର ପଡ଼ିବ ଯୁଦ୍ଧରେ ଯବନିକା!, କହିଦେଲେ ଟ୍ରମ୍ପ…
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
Comments are closed.