ମୁମ୍ବାଇ: ଆର୍ମି ଅଫିସର ଲୁକ୍ରେ ନଜର ଆସିଛନ୍ତି ବଲିଉଡର ମିଷ୍ଟର ପରଫେକ୍ଟନିଷ୍ଟ ଆମିର ଖାନ୍ । ତାଙ୍କର ଆଗାମୀ ଫିଲ୍ମ “ଲାଲ ସିଂହ ଚଡ୍ଡା”ର ସୁଟିଂରେ ସେ ଏବେ ବ୍ୟସ୍ତ ଅଛନ୍ତି । ଏହାକୁ ନେଇ ବିଭିନ୍ନ ସମୟରେ ଆମିର ଖାନଙ୍କ ଭିନ୍ନ ଭିନ୍ନ ଲୁକ୍ ସାମ୍ନାକୁ ଆସୁଛି । ଏହାରି ଭିତରେ ତାଙ୍କର ଆର୍ମି ଅଫିସର ଲୁକ୍ ସାମ୍ନାକୁ ଆସିବା ପରେ ସୋସିଆଲ ମିଡିଆରେ ଏହା ଭାଇରାଲ ହୋଇଛି ।
ଆମିରଙ୍କୁ ଏହି ଫଟେରେ ଜଣେ ଫ୍ୟାନ୍ଙ୍କ ସହ ଠିଆ ହୋଇଥିବା ଦେଖିବାକୁ ମିଳିଛି । ପୂର୍ବ ଅପେକ୍ଷା ତାଙ୍କର ଲୁକ୍ ପୁରାପୁରି ଅଲଗା ରହିଛି । ଏଥବରେ ସେ କ୍ଲିନ୍ ସେଭ୍ରେ ନଜର ଆସିଛନ୍ତି । ପୂର୍ବରୁ ଆମିର ଏହି ଫିଲ୍ମର ଏକ ଫଟୋରେ ଦାଢ଼ି ଓ ପଗଡିରେ ନଜର ଆସିଥିଲେ ।
BREAKING NEWS
- ଏଥର କୋହଲିଙ୍କ ନଜର ଜୟସୂରିୟାଙ୍କ ରେକର୍ଡ ଉପରେ
- ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନୀତ ହେବେ ନୃସିଂହ ଚରଣ ଷଡ଼ଙ୍ଗୀ
- ସିବିଆଇ ଅଫିସରେ ଥାଲାପତି ବିଜୟ…
- ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡ଼ିବ ଭିତ୍ତିପ୍ରସ୍ତର
- ଭାରତ-ବାଂଲାଦେଶ ବିବାଦରେ ପାକିସ୍ତାନର ଏଂଟ୍ରି
- Vande Mataram: ସମସ୍ତ ଶିକ୍ଷାନୁଷ୍ଠାନରେ ସାମୂହିକ ବନ୍ଦେ ମାତରମ୍ ଗାନ କଲେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ
- ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜର ବାକିତକ ମ୍ୟାଚରୁ ଓହରିଲେ ୱାଶିଂଟନ ସୁନ୍ଦର
- ସଫଳ ହେବ କି PSLV ମିଶନ ? ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା ରକେଟ୍
- ଇରାନ ଉତ୍ତେଜନା: ୫୩୮ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଊର୍ଦ୍ଧ୍ୱ ଗିରଫ
- Golden Globe Awards 2026: ଓୱେନ୍ କୁପର୍ଙ୍କୁ ଗୋଲ୍ଡେନ୍ ଗ୍ଲୋବ୍ ପୁରସ୍କାର
Comments are closed.