ୟୁପି: ୟୁପି ପୋଲିସ ଉପରେ ଆରୋପ ଲଗାଇଲେ ଆପ ବିଧାୟକ । ଉତ୍ତରପ୍ରଦେଶ ମେରଠର ଆପ୍ ବିଧାୟକ ଅମାନତୁଲ୍ଲା ଖାନଙ୍କ ପରିବାର ଓ ପରିଜନ ସଦସ୍ୟଙ୍କୁ ପୋଲିସ ମାରପିଟ୍ କରିଥିବା ସେ ଅଭିଯୋଗ କରିଛନ୍ତି । ଦିଲ୍ଲୀରେ ଆପ୍ର ସଫଳତାକୁ ନେଇ ପରିକ୍ଷିତଗଡ ଅଚଂଳ ଆଗବାନପୁର ଗାରଁରେ ନିଜ ବନ୍ଧୁ ଏବଂ ପରିବାର ସଦସ୍ୟମାନେ ମିଶି ଖୁସି ମନାଉଥିବା ବେଳେ ପୋଲିସ ତାଙ୍କୁ ମାରପିଟ୍ କରିବା ସହ ଅସଭ୍ୟ ଭାଷା ଗାଳିଗୁଲଜ ମଧ୍ୟ କରିଥିବା ଅମାନତୁଲ୍ଲା ଖାନ କହିଛନ୍ତି । ସେପଟେ କିନ୍ତୁ ୟୁପି ପୋଲିସ ଏପରି ଅଭିଯୋଗକୁ ଖଣ୍ଡନ କରିଛି । ପୋଲିସ କହିଛି ଯେ, ବିନା ଅନୁମତିରେ ସେଠାରେ ଉତ୍ସବ ପାଳନ କରାଯାଉଥିଲା । ଯାହା ପାଇଁ ତାଙ୍କୁ ବୁଝାସୁଝା କରାଯାଇଛି । ଏପରିକି କିଛି କାମ ନକରନ୍ତୁ ଯେଉଁଥିରେ ପରିବେଶକୁ କ୍ଷତି ପଂହଚିବ । ହେଲେ ମାର୍ପିଟ୍ ଅଭିଯୋଗ ମିଥ୍ୟା ବୋଲି ପୋଲିସ କହିଛି ।
BREAKING NEWS
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC

Comments are closed.