କେନ୍ଦୁଝର:କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅଞ୍ଚଳରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଚାଲିଯାଇଛି ୩ ଜଣଙ୍କ ଜୀବନ । ଆଜି ଅପରାହ୍ନରେ ଏହି ଦୁର୍ଘଟଣା ଘଟିଛି । ୨୦ ନମ୍ବର ଜାତୀୟ ରାଜପଥର ବାରିଗାଁ ନିକଟରେ ଏକ ବାଇକରେ ୩ ଜଣ ବ୍ୟକ୍ତି ଆସିଥିଲେ । ହଠାତ ଏକ ଦ୍ରୁତଗାମୀ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ୩ ବାଇକ ଆରୋହୀଙ୍କ ଜୀବନ ଚାଲିଥ ଯାଇଥିଲା । ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି । ତେବେ ମୃତକଙ୍କ ପରିଚୟ ମିଳି ପାରି ନାହିଁ ।
BREAKING NEWS
- ବକ୍ସ ଅଫିସରେ ଧମାଲ କରୁଛି ଦୃଶ୍ୟମ୍ 3, ୪୦୦ କୋଟି ପାର୍
- ରିୟାଦରେ ଭୟଙ୍କର ଆକ୍ରମଣ:ସାଉଦି ଆରବ ବିମାନବନ୍ଦରରେ ହୁତି ବିଦ୍ରୋହୀଙ୍କ ମିସାଇଲ୍ ମାଡ଼ରେ ୧୨ ମୃତ, ୩୦୦ରୁ ଅଧିକ ଆହତ
- ଜେଲେନସ୍କିଙ୍କୁ ସମାଲୋଚନା କଲେ ଟ୍ରମ୍ପ: ନୂତନ ରାଷ୍ଟ୍ରପତି ଆସିବାର ସମୟ ଆସିଯାଇଛି
- ୪ବର୍ଷରେ ପାଣିରେ ବୁଡି ଗଲାଣି ୩୬୮୪ ଜୀବନ;୨୭୨୯ଜଣଙ୍କୁ ଅଗ୍ନିଶମ ବିଭାଗ ଉଦ୍ଧାର…
- ମହାବିଦ୍ୟାଳୟ ପରିସରରେ ଵୋମା ମାଡ;କଲେଜ ପରିସରରେ ଭୟର ବାତାବରଣ
- ଭୋଟର ତାଲିକାରେ ନାମ ସାମିଲ ପାଇଁ ସ୍ୱତନ୍ତ୍ର ଅଭିଯାନ;ଯୁବ ଭୋଟରମାନଙ୍କଠାରୁ ୩୨,୦୬୭ଟି ଫର୍ମ-୬ ଆବେଦନପତ୍ର ଗ୍ରହଣ
- Attack on Airport:ସାଉଦି ଆରବ ଉପରେ ହୁତି ବିଦ୍ରୋହୀଙ୍କ ଆଉ ଏକ ଆକ୍ରମଣ;ବିମାନବନ୍ଦରକୁ କରାଗଲା ଟାର୍ଗେଟ
- ଏହି ଦିନ କଟକଚଣ୍ଡୀ ମନ୍ଦିର ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
- ୧୪ ବର୍ଷରେ ୬.୮ ଲକ୍ଷ ପେଙ୍ଗୁଇନ୍ ଗାଏବ ! ଆଣ୍ଟାର୍କଟିକାର ସର୍ବବୃହତ କଲୋନୀରେ ଘଟିଲା କ’ଣ ?
- ରୋନାଲ୍ଡୋଙ୍କ ଉପରେ ବଡ଼ କାର୍ୟ୍ୟାନୁଷ୍ଠାନ: ଏଫପିଏଫ ପକ୍ଷରୁ ଅସ୍ଥାୟୀ ଭାବେ କରାଗଲା ସସପେଣ୍ଡ

Comments are closed.