ଭୁବନେଶ୍ବର: ଭୁବନେଶ୍ବର ଇନ୍ଦିରା ହାଉସିଂ କଲୋନୀରେ ଅଭାବନୀୟ ଘଟଣା ଘଟିଛି । ଡ୍ରେନ ଖୋଳିବାବେଳେ ଅଘଟଣ ଘଟିଛି । ଡ୍ରେନ ଖୋଳା କାମ ଚାଲିଥିବାବେଳେ ଡ୍ରେନ କଡରେ ଥିବା ନୀଳକଣ୍ଠେଶ୍ବର ମନ୍ଦିରର ପାଚେରୀଟି ଭୁଶୁଡି ପଡିଛି । ଫଳରେ ଏଠାରେ କାମ କରୁଥିବା ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଛି । ଏବଂ ଆଉ ଦୁଇ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ଏମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକ ନୟାଗଡର ନବକିଶୋର ନାୟକ ବୋଲି ଜଣାପଡିଛି । ଏବଂ ଗୁରୁତର ଆହତ ହୋଇଥିବା ଶ୍ରମିକ ନୟାଗଡ ଗୋଡିପଡାର ବୁଦ୍ଧୁରାମ ଦାସ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତରଙ୍କର ପତ୍ତା ମିଳିନି । ତେବେ ଡ୍ରେନ ଖୋଳା କାମ ଚାଲିଥିବାବେଳେ କିପରି ମନ୍ଦିରର ପାଚେରୀ ଭୁଶୁଡିଲା , ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।
BREAKING NEWS
- ବାଂଲାଦେଶରେ ଉତ୍ତେଜନା; ପୋଲିସ ହେପାଜତରେ ଆୱାମୀ ଲିଗ୍ ନେତାଙ୍କ ମୃତ୍ୟୁ
- ବିସିବିର ଆଉ ଏକ ମିଛ ଧରିଲା ଆଇସିସି
- ଫେବୃଆରୀ ୧ରେ ଆସିବ କେନ୍ଦ୍ରୀୟ ବଜେଟ, ରବିବାର ହେବ…
- Jagdeep Dhankhar Hospitalised At AIIMS: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏମ୍ସରେ ଭର୍ତ୍ତି; ଗତ ସପ୍ତାହରେ ଦୁଇଥର ଅଚେତ…
- ବସ୍ ସହ ସ୍କୁଟିର ହେଲା ଧକ୍କା ,ଦୁର୍ଘଟଣାରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
- ରହିବନି କୋଟା ଓ ଆରଏସି; ବନ୍ଦେ ଭାରତ ସ୍ଲିପର ଟ୍ରେନରେ ମିଳିବ ଏହି ସୁବିଧା…
- କଳିଙ୍ଗା ଘାଟିରେ ‘ସତର୍କ ସୂଚନା ଘଣ୍ଟି’ ଉଦ୍ଘାଟିତ
- କୋହଲି ଅହଙ୍କାରୀ କି ନୁହେଁ କହିଲେ ସାଥୀ ଖେଳାଳି
- କୋର୍ଟକୁ ଆସିଲେନି ପିୟୂଷ
- ୬୯ତମ ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶା ରନର୍ସଅପ୍
Comments are closed.