Latest Odisha News

BREAKING NEWS

ଛତ୍ରପୁରରେ ଟ୍ରକ ଚାପାରେ ଯୁବକଙ୍କ ମୃତ୍ୟୁ

ଛତ୍ରପୁର: ଡିଆରଡିଏ ଛକରେ ଟ୍ରକ୍ ଚାପାରେ ଯୁବକଙ୍କ ମୃତ୍ୟୁ । ମୃତକଙ୍କ ନାଁ ସୀତାରାମ ରେଡି। ଘର ଶାନ୍ତିନଗରରେ ବୋଲି ଜଣାପଡିଛି । ତେବେ ସ୍ଥାନୀୟ ଲୋକେ ତାଙ୍କ ମୃତଦେହ ରଖି ରାସ୍ତାରୋକ କରିଛନ୍ତି ।

ପ୍ରଶାସନ ପକ୍ଷରୁ ସେମାନଙ୍କୁ ବୁଝାଶୁଝା ଚାଲିଛି ।

Leave A Reply

Your email address will not be published.