ପାରାଦୀପ: ଟ୍ରକ୍ ଧକ୍କାରେ ମାଟ୍ରିକ ଛାତ୍ର ମୃତ । ପାରାଦୀପ ଗଡ ଲେକ୍ ଥାନା ସମ୍ମୁଖରେ ଏଭଳି ମର୍ମନ୍ତୁଦ ସକଡ ଦୁର୍ଘଟଣା ଘଟିଛି । ମୃତ ଛାତ୍ର ଜଣକ ହେଲେ ଏରସମା ବ୍ଲକ କୋଠି ନିର୍ମଳ ଗାଁର କୁନା ମଲ୍ଲିକ ପୁଅ ଜଗନ୍ନାଥ ମଲ୍ଲିକ ।
ସୂଚନାଯୋଗ୍ୟ ଯେ, ଜଗନ୍ନାଥ ଏକ ଗଡ ବଜାରରୁ ଥଣ୍ଡା କିଣି ଫେରୁ ଥିବାବେଳେ ଲକ୍ ଥାନା ସମ୍ମୁଖରେ ଏକ ଟ୍ରକ୍ ତାଙ୍କ ଉପରେ ମାଡି ଯାଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି । ପୋଲିସ ପହଂଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଦୁର୍ଘଟଣା ଘଟାଇଥିବା ଟ୍ରକ୍କୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି । ସେପଟେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଉତ୍ତେଜନା ଦେଖାଦେଇଛି ।
BREAKING NEWS
- Nandankanan: ନନ୍ଦନକାନନକୁ ଆସିଲେ ଅତିଥି: ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁ ପ୍ରଜାତି ୧୭୯କୁ ବୃଦ୍ଧି
- ସମୁଦ୍ରରେ ବୁଡ଼ି ଦୁଇ ପର୍ଯ୍ୟଟକଙ୍କ ମୃତ୍ୟୁ
- ବିଶ୍ୱରେ ତେଲ ପାଇଁ ସଂଘର୍ଷ ୧୯୭୩ ସଙ୍କଟର ହେବ କି ପୁନରାବୃତ୍ତି ?
- Gang Rape: ଲିଫ୍ଟ ଦେବା ଆଳରେ ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ, ୨ ଗିରଫ
- ପେଟ୍ରୋଲ ରପ୍ତାନି ଉପରେ ରୁଷର କଟକଣା କେତେ ପ୍ରଭାବିତ ହେବ ଭାରତ ?
- ପୁଣି ଉଠିଲା ଏସ୍ସିବି ପ୍ରସଙ୍ଗ, ବିଧାନସଭାରେ ଅଚଳ ଅଚଳାବସ୍ଥା
- ବିଧାନ ପରିଷଦରୁ ଇସ୍ତଫା ଦେଲେ ନୀତିଶ କୁମାର
- ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
- ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ଚତୁର୍ଥ ଦଫା ରଥ କାଠ
- Kalbaisakhi Alert: ଆହୁରି ୫ ଦିନ ଯାଏ କାଳବୈଶାଖୀ: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Comments are closed.