ପାରାଦୀପ: ଟ୍ରକ୍ ଧକ୍କାରେ ମାଟ୍ରିକ ଛାତ୍ର ମୃତ । ପାରାଦୀପ ଗଡ ଲେକ୍ ଥାନା ସମ୍ମୁଖରେ ଏଭଳି ମର୍ମନ୍ତୁଦ ସକଡ ଦୁର୍ଘଟଣା ଘଟିଛି । ମୃତ ଛାତ୍ର ଜଣକ ହେଲେ ଏରସମା ବ୍ଲକ କୋଠି ନିର୍ମଳ ଗାଁର କୁନା ମଲ୍ଲିକ ପୁଅ ଜଗନ୍ନାଥ ମଲ୍ଲିକ ।
ସୂଚନାଯୋଗ୍ୟ ଯେ, ଜଗନ୍ନାଥ ଏକ ଗଡ ବଜାରରୁ ଥଣ୍ଡା କିଣି ଫେରୁ ଥିବାବେଳେ ଲକ୍ ଥାନା ସମ୍ମୁଖରେ ଏକ ଟ୍ରକ୍ ତାଙ୍କ ଉପରେ ମାଡି ଯାଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି । ପୋଲିସ ପହଂଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଦୁର୍ଘଟଣା ଘଟାଇଥିବା ଟ୍ରକ୍କୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି । ସେପଟେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଉତ୍ତେଜନା ଦେଖାଦେଇଛି ।
BREAKING NEWS
- ଡରିବିନି ଡିସେମ୍ବରରେ ବାଂଲାଦେଶ ଯିବି, ‘ଭୟ ମୋର କର୍ତ୍ତବ୍ୟ ସ୍ଥିର କରିପାରିବ ନାହିଁ’ : ହସିନା
- ଅକ୍ଟୋବରରେ ୨୩ରେ ‘ପିପୁଲ୍ ଏଗେନଷ୍ଟ SIR’ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା
- ଶ୍ରୀମନ୍ଦିରରେ ମା’ ବିମଳା ଦେବୀଙ୍କ ବିଶେଷ ନୀତି; କାଲି ସକାଳ ୮ଟାରୁ ଦର୍ଶନ ଆରମ୍ଭ
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

Comments are closed.