କୋଲକତା: କୋଲକତାରେ ଇଣ୍ଡିଆନ ମ୍ୟୁଜିୟମରେ କାର୍ଯ୍ୟରତ ହେଡ କନଷ୍ଟେବଳ ଅକ୍ଷୟ ମିଶ୍ରଙ୍କ ଗୁଳିମାଡରେ ସିଆଇଏସଏଫ ଏଏସଆଇ ଆରକେ ଷଡ଼ଙ୍ଗୀଙ୍କ ମୃତ୍ୟୁ ହୋଇଛି । ଏହା ସହ ଜଣେ କମାଣ୍ଡାଣ୍ଟ ସୁବୀର ଘୋଷ ଗୁରୁତର ଆହତ ହୋଇଛନ୍ତି । ଅକ୍ଷୟ ମିଶ୍ର ନିଜ ଏକେ 47ରୁ ଗୁଳି ଚଳାଇ ହତ୍ୟା କରିଥିବା ସୂଚନା ମିଳିଛି । ଛୁଟି ନମିଳିବାରୁ ସେ ରାଗରେ ଗୁଳି ମାରିଛନ୍ତି । କୋଲକତା ପୋଲିସ ତାଙ୍କୁ ଅଟକ ରଖିଛି । ସେ ତାଙ୍କ ଏକେ 47ରୁ 25ରୁ 30 ରାଉଣ୍ଡ ଗୁଳି ମାଡ କରିଥିବା ଜଣାପଡିଛି ।
BREAKING NEWS
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ

Comments are closed.