ଖଣି ଲୁଟେରାଙ୍କୁ କଣ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ?

ଭୁବନେଶ୍ବର: ଜନ୍ମମାଟିରୁ ସିଧା ଜବାବ । କେନ୍ଦୁଝରରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଟାର୍ଗେଟ୍ । କହିଲେ, ଖଣି ମାଫିଆଙ୍କୁ ଛାଡିବିନି । କେନ୍ଦୁଝରକୁ ଲୁଟ୍ କରାଯାଇଥିଲା । ଜିଲ୍ଲାର ଖଣି ଲୁଟରେ ସେତେବେଳର ରାଜ୍ୟ ସରକାର ସଂପୃକ୍ତ । କିଛି ଅଣଓଡିଆ କେନ୍ଦୁଝରର ଗରିବ, ଆଦିବାସୀଙ୍କୁ ଲୁଟିଛନ୍ତି। ଯେଉଁମାନେ ବି ଲୁଟିଛନ୍ତି ସେମାନଙ୍କ ବିରୋଧରେ କଡା ଆକ୍ସନ୍ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଖଣି ଦୁର୍ନୀତି କଥା ନବୀନ ସରକାର ବେଳେ ବି ଉଠାଇଥିଲା ବିଜେପି … Continue reading ଖଣି ଲୁଟେରାଙ୍କୁ କଣ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ?