Latest Odisha News

BREAKING NEWS

ବିଜେପିରେ ଯୋଗଦେଲେ ଅଭିନେତା ମିଥୁନ ଚକ୍ରବର୍ତ୍ତୀ

କୋଲକାତା: ଭେଟେରାନ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ରବିବାର ଦିନ ବିଜେପିରେ ଯୋଗ ଦେଇଛନ୍ତି। ‘ଭାରତ ମାତା କି ଜୟ’ ଏବଂ ‘ଜୟ ଶ୍ରୀ ରାମ’ କହି କୋଲକାତାର ବ୍ରିଗେଡ ପ୍ୟାରେଡ ଗ୍ରାଉଣ୍ଡରେ ବିଜେପିରେ ଯୋଗ ଦେଇଛନ୍ତି ମିଥୁନ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରାଲିରେ ଚଳଚ୍ଚିତ୍ର ତାରକାଙ୍କ ଅଂଶଗ୍ରହଣ ବିଜେପି ସମର୍ଥକଙ୍କ ମଧ୍ୟରେ ଯଥେଷ୍ଟ ଆଗ୍ରହ ସୃଷ୍ଟି କରିଛି। ଏହାପୂର୍ବରୁ ମିଥୁନ ଚକ୍ରବର୍ତ୍ତୀ କିଛି ବର୍ଷ ଧରି ଟିଏମସି ରାଜ୍ୟସଭାର ସାଂସଦ ଥିଲେ।

Comments are closed.