ନୂଆଦିଲ୍ଲୀ: ତାମିଲ ଅଭିନେତା ସୁରିଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଟୁଇଟ୍ କରି କହିଛନ୍ତି ଯେ ମୁଁ କୋଭିଡ୍-୧୯ରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଛି ଏବଂ ବର୍ତ୍ତମାନ ମୋ ସ୍ବାସ୍ଥ୍ୟବସ୍ଥା ଭଲ ଅଛି। ଏହାସହିତ ସେ କହିଛନ୍ତି, ଆମକୁ ତଥାପି ସତର୍କ ଏବଂ ନିରାପଦ ରହିବା ଆବଶ୍ୟକ ଏବଂ ମୋ ପାଖରେ ଛିଡା ହୋଇଥିବା ଉତ୍ସର୍ଗୀକୃତ ଡାକ୍ତର ଏବଂ ଡାକ୍ତରୀ କର୍ମଚାରୀଙ୍କୁ ବହୁତ ଭଲପାଇବା ଏବଂ କୃତଜ୍ଞତା ଜଣାଉଛି।
BREAKING NEWS
- ‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’ ଉଦଘାଟିତ; ନୀଳ ଅର୍ଥନୀତି କ୍ଷେତ୍ରରେ ସ୍ଥାୟୀ ଅଭିବୃଦ୍ଧି ପାଇଁ ଏକତ୍ରିତ…
- ଆଇସିସି ଟି୨୦ ବିଶ୍ୱକପ ୨୦୨୬: ୧୫୦୦ କୋଟିରୁ ଊର୍ଦ୍ଧ୍ୱ ଆୟ
- ପିଏମ୍ କିଷାନ ଉତ୍ସବ ଦିବସ; ଓଡିଶାର ୩୪ ଲକ୍ଷରୁ ଉର୍ଦ୍ଧ୍ୱ କୃଷକ ପାଇଲେ ୬୮୪ କୋଟି
- ଭୟାବହ ଯୁଦ୍ଧ ସ୍ଥିତି ପାଇଁ ‘ଇଫ୍ତାର ଓ ଇଦ୍ ମିଲନ’ ପାଳନ କରିବନି ବିଜେଡି…
- ଭୋଟର ତାଲିକାରୁ କଟିଲା ୬୩ ଲକ୍ଷ ନାଁ ଦୋହଲି ଯିବ କି ଦିଦିଙ୍କ ଆସନ !
- Gold rate falls: ଖସିଲା ସୁନା ଦର; ଜାଣନ୍ତୁ କ’ଣ ରହିଛି ଦାମ୍
- ବିଜେପିକୁ ବାଏବାଏ କଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ
- ଆଇପିଏଲ: ୩୦୦ କ୍ଲବରେ ସାମିଲ ହେବା ପାଇଁ କୋହଲିଙ୍କୁ ଆବଶ୍ୟକ ୯ ଛକା
- Physical Education: ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା
- Brain behind Iran’s ‘Mosaic Defence’: କେମିତି ଇସ୍ରାଏଲ-ଆମେରିକା ଆଗରେ ଏପର୍ଯ୍ୟନ୍ତ ଦୃଢ଼ ଭାବେ ଛିଡ଼ା ହୋଇଛି ଇରାନ? ପଛରେ ଅଛି ଏହି ବ୍ୟକ୍ତିଙ୍କ ମାଷ୍ଟରମାଇଣ୍ଡ…
Comments are closed.