ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିଥିବା ଜାତୀୟ ଗଣମାଧ୍ୟମରେ ସୂଚନା ପ୍ରକାଶ । ରବିବାର ମୁମ୍ବାଇ ସ୍ଥିତ ସୁଶାନ୍ତଙ୍କ ଫ୍ଲାଟରେ ତାଙ୍କୁ ଝୁଲୁଥିବା ଅବସ୍ଥାରେ ଦେଖିବାକୁ ମିଳିଥିଲା। ମୃତ୍ୟୁର କାରଣ ଆତ୍ମହତ୍ୟା ବୋଲି ସନ୍ଦେହ କରାଯାଉଛି।
୩୪ ବର୍ଷୀୟ ଅଭିନେତା କାଇ ପୋ ଚେ !, ଏମ୍.ଏସ୍ ଧୋନି: ଦ ଅନଟୋଲ୍ଡ ଷ୍ଟୋରୀ ଭଳି ଅନେେେକକ ଚଳଚ୍ଚିତ୍ର ଏବଂ ଟିଭି ସିରିଏଲରେ କାମ କରି ବେଶ୍ ନାମ କମାଇଥିଲେ ସୁଶାନ୍ତ।
BREAKING NEWS
- ଗଣେଶ ଭସାଣି ବେଳେ ଗଣ୍ଡଗୋଳ; ପଥରମାଡରେ ୬ ପୋଲିସ କର୍ମୀ ଆହତ
- UP Temple Case: ମନ୍ଦିର ମାଲିକାନା ପାଇଁ ମର୍ଡର
- ରାଜଧାନୀରେ ଲଜ୍ଜା, ବନ୍ଧୁକ ମୁନରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
- ଗରମରେ ସିଝିବ ଅକ୍ଟୋବର! ଶକ୍ତିଶାଳୀ ଏଲ୍ ନିନୋ ନେଇ ଚିନ୍ତା…
- ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ- ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ
- Smit Machchhar: ମରଣ ସହ ଲଢି ବୀରତ୍ବ ଦେଖାଇଲେ ଭାରତୀୟ ପାଇଲଟ୍…ସଲାମ୍ କରୁଛି ବିଶ୍ବ! ସୋସିଆଲ ମିଡିଆରେ ସ୍ମିତଙ୍କୁ ‘ଥାଙ୍କ୍ ୟୁ’ ବର୍ଷା…
- ବିଦାୟ ନେଉଛି ମୌସୁମୀ, ରାଜ୍ୟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ
- ସୁଧୁରୁଛି ବନ୍ୟା ସ୍ଥିତି; ପୁନରୁଦ୍ଧାର କାର୍ଯ୍ୟ ପାଇଁ ଆଜି ଭଦ୍ରକରେ ୧୩୧ ସ୍କୁଲ ଛୁଟି
- Flydubai Attack: ମଝି ଆକାଶରେ ‘ଦେବଦୂତ’ ସାଜିଲେ ପ୍ଲମ୍ବର, ପାଣି ପାଇପ୍ ସଜାଡୁଥିବା ମଣିଷଟି ୧୭୪ ଜଣଙ୍କ ସଂସାର ଉଜୁଡିବାରୁ ବଞ୍ଚାଇ ଦେଲା!
- ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ; ୨ ମୃତ, ବହୁ ଗୁରୁତର

Comments are closed.