ମୁମ୍ବାଇ: ଏବେ ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କୁ ନେଇ ସୋସିଆଲ ମିଡ଼ିଆରେ ଖୁବ୍ ଚର୍ଚ୍ଚା । ନିଜ ସମ୍ପର୍କୀୟ ଭଉଣୀଙ୍କ ମେହେନ୍ଦୀ କାର୍ଯ୍ୟକ୍ରମରେ ଅନନ୍ୟାଙ୍କୁ ସିଗାରେଟ୍ ପିଉଥିବା ଦେଖିବାକୁ ମିଳିଥିଲା । ସୋହେଲ ଖାନ୍ଙ୍କ ଘରେ ଆୟୋଜିତ ହୋଇଥିଲା ଏହି କାର୍ଯ୍ୟକ୍ରମ । ଏବେ ଏହି ମେହେନ୍ଦୀ ସମାରୋହର କିଛି ଫାଟୋ ସୋସିଆଲ ମିଡିଆରେ ଆସିବା ପରେ ଅନନ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି । କାରଣ ଏହି କାର୍ଯ୍ୟକ୍ରମରେ ଅନନ୍ୟା ସିଗାରେଟ୍ ଟାଣୁଥିବା ଏକ ଫଟୋ ଖୁବ୍ ଭାଇରାଲ ହେବାରେ ଲାଗିଛି । ଏହାକୁ ନେଇ ଫଲୋଅର୍ସମାନେ ଅନନ୍ୟାଙ୍କୁ ଟ୍ରୋଲ କରୁଥିବା ଦେଖିବାକୁ ମିଳିଛି ।
BREAKING NEWS
- ପାରା ଗୋଡ଼ରେ ପାକିସ୍ତାନୀ ନମ୍ବର: ତଦନ୍ତ ଆରମ୍ଭ
- TMC ସାଂସଦ ମହୁଆ ମୋଇତ୍ରଙ୍କ ବଢିବ ସୁରକ୍ଷା: ହାଇକୋର୍ଟ ଦେଲେ ନିର୍ଦ୍ଦେଶ
- ଘରେ ପଶି ଭାଉଜଙ୍କୁ ହାଣିଦେଲା ଦିଅର, ଅଭିଯୁକ୍ତ ଫେରାର
- ପୁରୁଣା ମାରୁତି କାର୍ ମାଲିକଙ୍କୁ ଆଶ୍ୱସ୍ତି: E20 ପେଟ୍ରୋଲ୍ ପାଇଁ ଉପଯୁକ୍ତ ୨୦୦୮ ପରର ସବୁ ମଡେଲ୍
- ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ କିପରି ରହିବ ଭାରତର ଭବିଷ୍ୟତ? ସୁନା ବିନିଯୋଗକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶର ବିଶ୍ଳେଷଣ
- ବିବାହର ୫ ମାସ ପରେ ଅଲଗା ହେଲେ ରାପର୍ ବାଦଶାହ ଓ ପଞ୍ଜାବୀ ଅଭିନେତ୍ରୀ ଇଶା ରିଖୀ
- ସରକାରୀ ଯୋଜନାର ତଦାରଖ ପାଇଁ ଜିଲ୍ଲା ଗସ୍ତ କରିବେ ସଚିବ: ଅକ୍ଟୋବର ସୁଦ୍ଧା ରିପୋର୍ଟ ଦେବାକୁ ଉନ୍ନୟନ କମିଶନରଙ୍କ ନିର୍ଦ୍ଦେଶ
- ରାଜ୍ୟ ପୋଲିସ ବିଭାଗରେ ବଡ଼ ଧରଣର ପଦୋନ୍ନତି: ଏସ୍ପି ପାହ୍ୟାକୁ ଉନ୍ନୀତ ହେଲେ ୧୫ ଜଣ ଅତିରିକ୍ତ ଏସ୍ପି
- ଦୁଲୀପ ଟ୍ରଫି: ଫାଇନାଲରେ ଇଷ୍ଟ ଜୋନ, ଅଧିନାୟକ ଭାବେ ଈଶାନ ଏବେ ବି ଅପରାଜେୟ
- ସମୟର ରହସ୍ୟ: କାହିଁକି ଭାରତ ଓ ଚୀନ୍ରେ ଗୋଟିଏ ଟାଇମ୍ ଜୋନ୍ ଥିବାବେଳେ ଫ୍ରାନ୍ସରେ ଅଛି ଏକାଧିକ?

Comments are closed.