Latest Odisha News

BREAKING NEWS

ସୁୁପ୍ରିମକୋର୍ଟ ଯିବେ ବର୍ଷା !

କଟକ: ସୁପ୍ରିମକୋର୍ଟ ଯିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଅନୁଭବ କରିଥିବା ମାମଲାର ସ୍ଥାନାନ୍ତର ପାଇଁ ବର୍ଷା ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହେବେ । ଏନେଇ ବର୍ଷାଙ୍କ ଓକିଲ ସୂଚନା ଦେଇଛନ୍ତି । ପରିଚାଳନା ସୁବିଧା ପାଇଁ ମାମଲା ସ୍ଥାନାନ୍ତର ନିମନ୍ତେ ପିଟିସନ କରିବ ବୋଲି ବର୍ଷାଙ୍କ ଓକିଲ ସୂଚନା ଦେଇଛନ୍ତି ।

ପଟିଆଲା ହାଉସ କୋର୍ଟରେ ଛାଡପତ୍ର ଆବେଦନ କରିଛନ୍ତି ଅନୁଭବ । ପତ୍ନୀଙ୍କ ଆଚରଣକୁ ନେଇ ଅସନ୍ତୁଷ୍ଟ ଅନୁଭବ, ଛାଡପତ୍ର ପାଇଁ କୋର୍ଟରେ ୪୭ ପୃଷ୍ଠାର ଏକ ପିଟିସନ ଦାଖଲ କରିଛନ୍ତି ।

 

Leave A Reply

Your email address will not be published.