ନୂଆଦିଲ୍ଲୀ: ବଲିଉଡ ତାରକାମାନଙ୍କର କରୋନା ପଜିଟିଭ୍ ହେବାର ଧାରା ଜାରି ରହିଛି। ନିକଟରେ ଜୁଗ୍-ଜୁଗ୍ ଜିଓ ଚଳଚ୍ଚିତ୍ରର ଦୁଇଟି ପ୍ରମୁଖ ଭୂମିକା ବରୁଣ ଧାୱନ ଏବଂ ନୀତୁ କପୁର କରୋନା ସଂକ୍ରମିତ ହୋଇଥିଲେ। ବର୍ତ୍ତମାନ ଆଉ ଏକ ଖବର ସାମ୍ନାକୁ ଆସିଛି। ଅଭିନେତ୍ରୀ କ୍ରିତି ସାନନ୍ ମଧ୍ୟ କରୋନା ପଜିଟିଭ୍ ବୋଲି ଜଣାପଡିଛି। ନିକଟରେ ଏହି ଅଭିନେତ୍ରୀ ଚଣ୍ଡିଗଡ଼ରୁ ଫେରିଥିଲେ, ଯେଉଁଠାରେ ସେ ରାଜକୁମାର ରାଓଙ୍କ ସହ ତାଙ୍କର ଆଗାମୀ ଚଳଚ୍ଚିତ୍ରର ସୁଟିଂ କରୁଥିଲେ। ସେ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋ ମଧ୍ୟ ସେୟାର କରିଛନ୍ତି। ଯେଉଁଥିରେ ସେ ଲେଖିଛନ୍ତି ଯେ ତାଙ୍କ ଫିଲ୍ମ ଶେଷ କରି ସେ ଏବେ ଘରକୁ ଫେରୁଛନ୍ତି। ତେବେ କ୍ରିତି ସାନନ୍ ଏହାକୁ ନେଇ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ଦେଇନଥିବା ସୂଚନା ମିଳିଛି।
BREAKING NEWS
- କୁକୁର ନା ବିରାଡ଼ି କାମୁଡ଼ା, କିଏ ଅଧିକ ବିପଜ୍ଜନକ? ଜାଣନ୍ତୁ ଏନେଇ କ’ଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ
- ଆକାଶରେ ଫାଟିଲା ଟାୟାର, ବିମାନ ଭିତରେ ଖସିପଡ଼ିଲା ଛାତ: ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ଛାତିଥରା ଭିଡିଓ
- ସଲମାନଙ୍କ ଦୁଃଖ ଭରା ପୋଷ୍ଟ ନା ଆଗାମୀ ଫିଲ୍ମ ‘ସିକନ୍ଦର’ର ପ୍ରମୋସନ୍? ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋର
- ଜଳବାୟୁ ପରିବର୍ତ୍ତନର ଭୟଙ୍କର ପ୍ରଭାବ: ତରଳୁଛି ହିମାଳୟର ଗ୍ଲେସିୟର, ବିପଦରେ ଭାରତର ୨୦ ପ୍ରତିଶତ ଜିଡିପି
- ଘୂର୍ଣ୍ଣିବଳୟ ସକ୍ରିୟ; ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
- ବେକାରୀ ହାର ନେଇ ନୂଆ ସର୍ଭେ ରିପୋର୍ଟ: ସହର ତୁଳନାରେ ଗ୍ରାମାଞ୍ଚଳରେ ସୃଷ୍ଟି ହେଲା ଅଧିକ ନିଯୁକ୍ତି ସୁଯୋଗ
- ଭଦ୍ରକରେ ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ; କୁକୁଡ଼ା ଦୋକାନୀ ମୃତ, ଜଣେ ଗୁରୁତର
- ଋଷ ସହ ବେପାର କଲେ ଭାରତ ସମେତ ୫ ଦେଶ ଗଣିବେ ୧୦୦ ପ୍ରତିଶତ ଟିକସ
- ଅକ୍ଟୋବର ୧୫ରୁ ବଦଳିବ ୟୁପିଆଇ ନିୟମ: ଜାଣନ୍ତୁ ନୂଆ ଏମଡିଆର୍ ଚାର୍ଜ କାହା ଉପରେ ଲାଗୁ ହେବ?
- ୫ ଓରାଙ୍ଗଉଟାନ୍ ଛୁଆ ଉଦ୍ଧାର ମାମଲା: କେଉଁଠି ଲୁଚିଛନ୍ତି ଅଭିଯୁକ୍ତ? ବାଂଲାଦେଶ କିମ୍ବା ନେପାଳ ଖସିଯିବା ନେଇ ସନ୍ଦେହ

Comments are closed.