ମୁମ୍ବାଇ: କିଛି ଦିନ ତଳେ ବଲିଉଡ଼ ଅଭିନେତ୍ରୀ କିରନ୍ ଖେର କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଏବେ ପୂଜା ଭଟ୍ଟ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେ ନିଜେ ଟୁଇଟରରେ ଏ କଥା ସ୍ପଷ୍ଟ କରିଛନ୍ତି । ସେ କହିଛନ୍ତି ଯେ, କିଛି ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ନିଜର କରୋନା ପରୀକ୍ଷା କରିବା ଉଚିତ୍ । ଏଥିସହ ବାହାରକୁ ବାହାରିବା ସମୟରେ ମାସ୍କ ପିନ୍ଧନ୍ତୁ । ଜନଗହଳି ସ୍ଥାନକୁ ଯାଆନ୍ତୁ ନାହିଁ । ୩ ବର୍ଷ ପରେ ମୋତେ ପ୍ରଥମ ଥର କରୋନା ପଜିଟିଭ ଆସିଛି । ସଂପୂର୍ଣ୍ଣ ଟିକାକରଣ ପରେ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି । ଆଶା କରୁଛି ମୁଁ ଖୁବ୍ଶୀଘ୍ର ଭଲ ହୋଇ ଫେରିବି । ଭାରତରେ କରୋନା ପୁଣି ଥରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି । ବର୍ତ୍ତମାନ ଏକ ହଜାରରୁ ଅଧିକ କରୋନା ମାମଲା ସାମ୍ନାକୁ ଆସିିଛି ।
BREAKING NEWS
- Ken-Betwa Project: ମଧ୍ୟପ୍ରଦେଶ ପାନ୍ନା ଗାଁରେ ଅଭିନବ ପ୍ରତିବାଦ
- ସାହସୀ ପାଇଲଟଙ୍କ ପାଇଁ ବଡ଼ ଘୋଷଣା: ସ୍ମିତ୍ ମଚ୍ଛାର ପାଇବେ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ
- Traffic Fines: ଚାଲାଣ ଭରୁନାହାନ୍ତି କି? ସୁପ୍ରିମକୋର୍ଟ ଦେଲେ କଡା ନିର୍ଦ୍ଦେଶ, ଲାଇସେନ୍ସରୁ PUC ଯାଏଁ ସବୁ ସେବା ବନ୍ଦ!
- ନିର୍ବାଚନରେ ରାଜନୈତିକ ଦଳ ପାଇଁ କାହିଁକି ଗୁରୁତ୍ୱପୂର୍ଣ୍ଣ ଶିଳ୍ପପତିଙ୍କ ସାହାଯ୍ୟ?
- Actress Pratyusha Banerjee Death case: ବୟଫ୍ରେଣ୍ଡ ରାହୁଲ ରାଜ୍ ସିଂ ଆଶ୍ୱସ୍ତ
- UPI ଛାଡି ନଗଦ ମୁହାଁ ଲୋକେ? ଚାର୍ଜ ଲାଗିବା ଖବର ପରେ ସର୍ଭେରେ ବଡ ଖୁଲାସା, କ୍ୟାସ୍-କାର୍ଡକୁ ଫେରିବେ ୭୬%!
- ଚୌଦ୍ୱାର ଜେଲ୍ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ
- ଛାତ୍ର ସଂସଦ ନିର୍ବାଚନ ନେଇ ଚୂଡ଼ାନ୍ତ ହୋଇନି ନିଷ୍ପତ୍ତି: ମନ୍ତ୍ରୀ
- US Death Row: ଘାତକ ଇଂଜେକ୍ସନ ପରେ ବି ମୃତ୍ୟୁଦଣ୍ଡରୁ ବଂଚିଗଲେ କଏଦୀ, ଦଣ୍ଡାଦେଶ ସ୍ଥଗିତ
- ସମତା ଏକ୍ସପ୍ରେସରୁ ବିପୁଳ ପରିମାଣର ଗଞ୍ଜେଇ ଜବତ;୬ ଜଣ ମହିଳାଙ୍କୁ ବାନ୍ଧିଲା

Comments are closed.