କଟକ: ଥମୁନି ବର୍ଷା-ଅନୁଭବ ବିବାଦ । ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ବିବାଦ ତୁଟିବାର ନାଁ ଧରୁନି । ପୁଣି ଥରେ କଟକ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଭିଡିଓ ଭାଇରାଲ୍ କରି ତାଙ୍କୁ ବଦନାମ କରାଯାଉଥିବା ଅଭିଯୋଗ ସେ ଅଭିଯୋଗ କରିଛନ୍ତି ।

ଗତକାଲି ବିଳମ୍ବିତ ରାତିରେ ଥାନାକୁ ଆସି ବର୍ଷା ଏତଲା ଦେଇଛନ୍ତି । ଅନୁଭବ ଓ ତାଙ୍କ ମଧ୍ୟରେ ପାଟିତୁଣ୍ଡର ଏକ ଭିଡିଓ ଭାଇରାଲ୍ କରି ତାଙ୍କ ଭାବମୂର୍ତ୍ତି ନଷ୍ଟ କରାଯାଉଛି ବୋଲି କହିଛନ୍ତି ବର୍ଷା । ଯେଉଁ ଭିଡିଓରେ ଅନୁଭବ ଓ ବର୍ଷାଙ୍କ ବିରୋଧରେ କଥା କଟାକଟି ହେଉଥିବା ଦେଖିବାକୁ ମିଳିଥିଲା । ଗତକାଲି ଅନୁଭବ କଟକ ଏସଡିଜେଏମଙ୍କ କୋର୍ଟରେ ହାଜର ହୋଇଥିବା ବେଳେ ରାତିରେ ବର୍ଷା ଥାନାରେ ଏତଲା ଦେଇଛନ୍ତି ।
BREAKING NEWS
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ
- Asian Games 2026: ଝିଅ ଦେଖାଇଲେ ଦମ୍…୮୫ ପଦକ ପରେ ବି ଭାରତ ଆଗରେ ବଡ଼ ଚ୍ୟାଲେଞ୍ଜ! ପୂର୍ବ ଅପେକ୍ଷା କମିଲା ସଂଖ୍ୟା, ‘ସ୍ୱର୍ଣ୍ଣ’ରେ କାହିଁକି ପଛରେ ପଡ଼ିଲା ଭାରତ?
- Modi Cabinet: ବିଦା ହେବେ କି ୨ କେନ୍ଦ୍ରମନ୍ତ୍ରୀ? ରାଜ୍ୟସଭା ଲିଷ୍ଟରୁ ନାଁ ଗାଏବ! ମୋଦୀ କ୍ୟାବିନେଟରେ ବଡ଼ ପରିବର୍ତ୍ତନ ଆଭାସ!
- SCB ମେଡିକାଲରେ ହାଇଡ୍ରାମା; ପାଣିଟାଙ୍କିରୁ ଡେଇଁ ପଡ଼ିଲେ ଯୁବକ
- Gold Coin for Brides: ନବଜାତ ଶିଶୁଙ୍କୁ ସୁନାମୁଦି ପରେ ଏବେ ନୂଆ ବୋହୂଙ୍କୁ ସୁନା! ମୁଖ୍ୟମନ୍ତ୍ରୀ ହେବା ପରେ ଥାଲାପତି ବିଜୟଙ୍କ ଆଉ ଏକ ଚର୍ଚ୍ଚିତ ଯୋଜନା
- ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା
- ଋଷ ଆକ୍ରମଣରେ ଛାରଖାର ୟୁକ୍ରେନର ରେଳସେବା: ସଙ୍କଟରେ କିଭ୍ !

Comments are closed.