Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ମାନସ ସ୍ୱାଇଁ ହତ୍ୟା ମାମଲା : ଶର୍ମିଷ୍ଠାଙ୍କ ଓ ସହଯୋଗୀ ଝୁନାଙ୍କୁ ରିମାଣ୍ଡରେ ନେବାକୁ ଆବେଦନ

ଭୁବନେଶ୍ୱର : କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ମାମଲା  ।   ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ୱେବ୍‌ ଚ୍ୟାନେଲ ମାଲିକାଣୀ ଶର୍ମିଷ୍ଠା ରାଉତଙ୍କୁ କ୍ରାଇମବ୍ରାଞ୍ଚ ଓ ପୋଲିସ୍‌ର ମିଳିତ ଟିମ୍‌ ଗିରଫ କରିଛି । ଶର୍ମିଷ୍ଠାଙ୍କ ସହ ତାଙ୍କ ସହଯୋଗୀ ଝୁନା ଭୋଇ ମଧ୍ୟ ଗିରଫ ହୋଇଛନ୍ତି । ଉଭୟଙ୍କୁ ଭଦ୍ରକ ଜିଲ୍ଲା ନଳାଙ୍ଗରୁ କ୍ରାଇମବ୍ରାଞ୍ଚ ଗିରଫ କରିଛି ।

ଶର୍ମିଷ୍ଠା ଓ ଝୁନାଙ୍କୁ ଆଜି ଚାନ୍ଦବାଲି JMFC କୋର୍ଟରେ ହାଜର କରାଯିବ । ଉଭୟଙ୍କୁ ୧୦ ଦିନ ରିମାଣ୍ଡରେ ନେବାକୁ ଆବେଦନ ହେବ । ଅନ୍ୟ ୫ ଅଭିଯୁକ୍ତଙ୍କ ସହ ୧୦ ଦିନ ରିମାଣ୍ଡ ପାଇଁ ଆବେଦନ ହେବ ବୋଲି କ୍ରାଇମବ୍ରାଞ୍ଚର ଆଡିସନାଲ ଡ଼ିଜି ସଞ୍ଜୀବ ପଣ୍ଡା କହିଛନ୍ତି  ।

 

Leave A Reply

Your email address will not be published.