ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଆଜି ଦଳରୁ ଇସ୍ତଫା ଦେଇଛନ୍ତି । ଯାହାକୁ ନେଇ କଂଗ୍ରେସକୁ ଶକ୍ତ ଝଟ୍କା ଲାଗିଛି । ସିନ୍ଧିଆଙ୍କ ଇସ୍ତଫା ନେଇ କଂଗ୍ରେସ ସଂସଦୀୟ ଦଳ ନେତା ଅଧୀର ରଂଜନ୍ ଚୌଧୁରୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, ଦଳ ତାଙ୍କୁ ସର୍ବାଧିକ ଗୁରୁତ୍ୱ ଦେଇଥିଲା । ସେ କିନ୍ତୁ ଦଳ ପ୍ରତି ପ୍ରତାରଣା କରିଛନ୍ତି । କଂଗ୍ରେସ ଦଳକୁ ସିନ୍ଧିଆ ଧୋକା ଦେଇଥିବା କହିଛନ୍ତି ଅଧୀର ।
ସେ ଆହୁରି କହିଛନ୍ତି ଯେ, କଂଗ୍ରେସରେ ସିନ୍ଧିଆ ରାଜା ଭଳି ଥିଲେ । କିନ୍ତୁ ବିଜେପିରେ ସେ ପ୍ରଜା ଭଳି ରହିବେ । ଅନ୍ୟପଟେ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଛନ୍ତି ଯେ, ଲୋକଙ୍କ ସେବା ପାଇଁ ସେ ରାଜନୀତିକୁ ଆସିଥିଲେ । କିନ୍ତୁ କଂଗ୍ରେସରେ ରହି ସେ ଲୋକଙ୍କ ସେବା କରି ପାରୁନଥିଲେ ।
BREAKING NEWS
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
Comments are closed.