Latest Odisha News

BREAKING NEWS

‘ଏମବିବିଏସ୍’ ଓ ‘ବିଡିଏସ’ ଲାଗି ଆରମ୍ଭ ହେଲା ନମଲେଖା ପ୍ରକ୍ରିୟା

ଭୁବନେଶ୍ୱର: ନିଟ (ନାସନାଲ ଏଲିଜୀବିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ ) ଦ୍ୱାରା ଯୋଗ୍ୟତା ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କ ‘ଏମବିବିଏସ୍’ ଓ ‘ବିଡିଏସ’ ଲାଗି ପ୍ରଥମ ପର୍ଯ୍ୟାୟରେ ନାମ ଲେଖା ଆରମ୍ଭ ହୋଇଛି ।

ଏନଇଟି (ନାସନାଲ ଏଲିଜୀବିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ ) ପାଇଁ ଜୁଲାଇ ୧୦ ଯାଏଁ ପ୍ରଥମ ପର୍ଯ୍ୟାୟର ନାମ ଲେଖା ଚାଲୁ ରହିବ ।

ଆଜି ପ୍ରଥମ ଦିନରେ ଏସ.ସି.ବି ମେଡିକାଲ କଲେଜ ଓ ହସ୍ପିଟାଲ ଲାଗି ନାମ ଲେଖା ପକ୍ରିୟା ଭୁବନେଶ୍ୱର ସ୍ଥିତ ‘ଓଡିଶା ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍ସାମ(ଓ.ଜେ.ଇ.ଇ) କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେଉଛି । ପ୍ରଥମ ପର୍ଯ୍ୟାୟରେ ରାଜ୍ୟ କୋଟାରେ ଥିବା ୧୨୧୯ ସିଟ୍‌ରୁ ୧୧୬୪ ଜଣଙ୍କୁ ସିଟ୍ ଆଲଟମେଣ୍ଟ କରାଯାଇଛି। ।

Leave A Reply

Your email address will not be published.