ଗୋପାଳପୁର:ରଙ୍ଗେଇଲୁଣ୍ଡାରୁ ଉଡିବ ବିମାନ । ସମସ୍ତ ପ୍ରସ୍ତୁତି ସରିଛି । ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା । ଇଣ୍ଡିଆ :ାନ ଏୟାର ଚଳାଇବ ୯ ସିଟ ବିଶିଷ୍ଟ ବିମାନ । ଗତକାଲି ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢୀ ଓ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ର ରଙ୍ଗେଇଲୁଣ୍ଡା ବମାନ ଘାଟିର ସ୍ଥିତି ଅନୁଧ୍ୟାନ କରିଛନ୍ତି । ବିମାନ ଘାଟି ଟର୍ମିନାଲକାମ, ରନେ: ର ସ୍ଥିତି ମଧ୍ୟ ଅନୁଧ୍ୟାନ କରିଛନ୍ତି । ଏ ନେଇ ସେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।
ପ୍ରବାଦ ପୁୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ତଥା ପଞ୍ଚାୟତରାଜ ଦିବସ ଅବସରରେ ରଙ୍ଗେଇ ଲୁଣ୍ଡା ବିମାନଘାଟିରୁ ଉଡିବ ବିମାନ । ଏଥିପାଇଁ ବିମାନଘାଟିର ସ୍ଥିତି ସମୀକ୍ଷା କରିବା ପରେ ଶ୍ରୀମତୀ ପାଢୀ କହିଛନ୍ତି, କେନ୍ଦ୍ର ସରକାରଙ୍କ ଉଡାନ ଯୋଜନାରେ ରଙ୍ଗେଇଲୁଣ୍ଡା ବିମାନ ଘାଟିକୁ ସାମିଲ କରାଯାଇଛି । ଏଠାରୁ ପ୍ରଥମ ପର୍ଯ୍ୟାୟରେ ଏଠାରୁ ବିମାନ ଚଳାଚଳ ଅ।।ରମ୍ଭ କରାଯିବ । ଆଗାମୀ ଦିନରେ ବିମାନ ଘାଟିର ସଂପ୍ରସାରଣ ସାଙ୍ଗକୁ ଫେଜ-୨ ଓ ଫେଜ-୩ ପର୍ଯ୍ୟାୟରେ ବିମାନ ଚଳାଚଳକୁ ଅଧିକ ଗୁରୁତ: ଦିଆଯିବ । ତେବେ ବିମାନଘାଟିର ସୁରକ୍ଷା ଦିଗରେ ଅଧିକ ଗୁରୁତ୍: ଦେବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।
୫ ତାରିଖରୁ ବିମାନ ଚଳାଚଳ ପାଇଁ ଚୂଡାନ୍ତ ନିଷ୍ପତ୍ତି ନିଆଯାଇଛି । ତେବେ ନିୟମିତ ଭାବେ କେବେଠାରୁ ବିମାନ ଉଡିବ ସେ ନେଇ ନିଷ୍ପତ୍ତି ନିଆଯାଇ ନାହିଁ । ଏ ନିଷ୍ପତ୍ତି ଜିଲ୍ଲା ପ୍ରଶାସନ ନେବ ବୋଲି ସଚିବ କହିଥିଲେ । ଏବେ ଏଠାରୁ ୯ ସିଟ ବିଶିଷ୍ଟ ବିମାନ ଉଡାଣ ତୁରନ୍ତ ଆରମ୍ଭ ହେବ ବୋଲି ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଭି.କୀର୍ତ୍ତିଭାସନ କହିଛନ୍ତି ।
BREAKING NEWS
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଭୂତଳ ଚାମ୍ବରରୁ ଚାଲିଥିଲା କଫ୍ ସିରପ କାରବାର; ୮୧୩ ବୋତଲ ଜବତ, ମହିଳା ଗିରଫ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି
- ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Comments are closed.