Latest Odisha News

BREAKING NEWS

ଧାମନଗର: ୬ଷଷ୍ଠ ରାଉଣ୍ଡରେ ବିଜେପି ଆଗୁଆ

ଧାମନଗର: ଧାମନଗର ଭୋଟ୍ ଗଣତି କଡ଼ା ସୁରକ୍ଷା ବଳୟ ମଧ୍ୟରେ ଜାରି ରହିଛି । ୬ଷଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି । ୬ଷ୍ଠ ରାଉଣ୍ଡରେ ସୂରଜ ୪୩୯୨ ଭୋଟ ପାଇ ଆଗରେ ରହିଛନ୍ତି । ତାଙ୍କୁ ୨୭,୧୬୦ ଭୋଟ୍ ମିଳିଛି ।

BjdElectrycity

ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ – ୨୭,୧୬୦

ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ -୨୨,୭୬୮

କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ – ୧୦୦୭

ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସ – ୪୮୫୮

ସ୍ୱାଧୀନ ପ୍ରାର୍ଥୀ ପବିତ୍ର ମୋହନ ଦାସ – ୧୬୫

ନୋଟା – ୨୩୧

Leave A Reply

Your email address will not be published.