ଭୁବନେଶ୍ୱର : ଲ୍ୟାଣ୍ଡଫଲ କରି ସାରିଛି ବାତ୍ୟା ଦାନା । ସ୍ଥିତି ସୁଧାରିବାକୁ ଲାଗି ପଡିଛନ୍ତି ସରକାର। ବିଦ୍ୟୁତ ଠାରୁ ଆରମ୍ଭ କରି ବିଭିନ୍ନ ମୌଳିକ ଅସୁବିଧାକୁ ଶୀଘ୍ର ଦୂର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟର ବିଭିନ୍ନ ସ୍ଥାନରେ ଫସଲ କ୍ଷୟକ୍ଷତି ହୋଇଛି । ଏନେଇ ବାତ୍ୟା ‘ଦାନା’ ପ୍ରଭାବିତ ଜିଲାରେ ଫସଲର କ୍ଷୟକ୍ଷତି ଆକଳନ ପାଇଁ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ଓ ୨୭ ତାରିଖ ଦୁଇ ଦିନ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ ହୋଇଛି। ବିଭାଗ ପକ୍ଷରୁ ପ୍ରକାଶ ହୋଇଥିବା ଚିଠିରେ, ଆବଶ୍ୟକ ଅନୁସାରେ ଡ୍ୟୁଟି ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
BREAKING NEWS
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
- ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖୁସୀ ଖବର, ନେଟ୍ସକୁ ଫେରିଲେ କ୍ୟାପଟେନ କୁଲ
- ୧୫ ବର୍ଷ ପରେ ଆରମ୍ଭ ହେଲା ଜନଗଣନା, ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନଜିର ଜନ ଗଣନା
- Gold rate: ହଳଦିଆ ଓ ଧଳା ଧାତୁର କମିଲା ଦର
Comments are closed.