Latest Odisha News

BREAKING NEWS

କେରଳରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ

କୋଝିକୋଡ (କେରଳ): କୋଝିକୋଡର କରିପୁର ବିମାନ ବନ୍ଦରରେ ଲ୍ୟାଣ୍ଡ କରୁଥିବା ବେଳେ ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ବିମାନଟି ଅବତରଣ କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ବିମାନରେ ମୋଟ ୧୯୧ ଜଣ ଯାତ୍ରୀଙ୍କ ମଧ୍ୟରୁ ଅନେକଙ୍କ ମୃତ୍ୟୁ ହୋଇଥିବା ବେଳେ ୬୦ ଜଣ ଏବେ ବି ନିଖୋଜ ଅଛନ୍ତି ।

ବିମାନଟି ଦୁବାଇରୁ କୋଝିକୋଡ ଆସୁଥିଲା ।

Leave A Reply

Your email address will not be published.