ପୁରୀ : ପୁରୀ ଶ୍ରୀ ଜଗନ୍ନାଥ ଆନ୍ତର୍ଜାତିକ ବିମାନ ବନ୍ଦର ପାଇଁ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ ବୈଷୟିକ ଟିମର ସର୍ଭେ ଆରମ୍ଭ । ୭ ଜଣିଆ ଟିମ୍ ପୁରୀ ଗସ୍ତରେ ଆସି ସିପସରୁବାଲିର ସଂପୃକ୍ତ ଅଞ୍ଚଳ ବୁଲି ଦେଖିବା ସହ ବୈଷୟିକ ଦିଗ ଅନୁଧ୍ୟାନ କରିଛନ୍ତି । ଉକ୍ତ ପ୍ରକଳ୍ପର ଆର୍ଥିକ ବ୍ୟୟ ବରାଦ ଆକଳନ କରିଛି ଟିମ୍ । ଏହି ସମୟରେ ଉପଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ଉକ୍ତ ଟିମକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ତଥ୍ୟ ପ୍ରଦାନ କରିଥିଲେ ।ପରେ ଏହି ଟିମ୍ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସହ ପ୍ରକଳ୍ପର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ।
BREAKING NEWS
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC
- ଟାଟା ଷ୍ଟିଲ ଫ୍ରେଣ୍ଡସିପ୍ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ: ମିଡିଆ 11 ଟିମ୍ ଚମ୍ପିୟାନ
- ତମାଖୁଜାତ ଦ୍ରବ୍ୟରୁ ରାଜକୋଷକୁ ୭,୩୪୬ କୋଟି ଟଙ୍କା ଆଦାୟ
- ନେପାଳରେ ପୁଣି ଧସିଲା ପାହାଡ, ଭୁଶୁଡିଲା ଘର, ୧୦ ମୃତ
- Mahanadi Water Dispute:ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମହାନଦୀ ବୈଠକ;ଓଡ଼ିଶା ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବୈଠକରେ ଦେବେ ଯୋଗ
- ବଡ଼ମ୍ବାର ପ୍ରସିଦ୍ଧ ଭଟ୍ଟାରିକା ମନ୍ଦିରର ଗର୍ଭଗୃହରେ ପଶିଲା ବନ୍ୟାଜଳ: ରୋଷେଇ ଘରକୁ ସ୍ଥାନାନ୍ତର ହେଲା ଦେବୀଙ୍କ ମୂର୍ତ୍ତି
- ଦିଲ୍ଲୀରେ ବଢୁଛି ଦୁଷ୍କର୍ମ ମାମଲା, ସୁପ୍ରିମକୋର୍ଟଙ୍କ ଉଦ୍ବେଗ

Comments are closed.