ନୂଆଦିଲ୍ଲୀ : ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ଓ ତାଙ୍କ ଝିଅ ଐଶ୍ୱର୍ଯ୍ୟା କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ସୋସିଆଲ ମିଡିଆରେ ଟ୍ୱିଟ କରି ସୂଚନା ଦେଇଛନ୍ତି ଐଶୋର୍ଯ୍ୟା । କରୋନା ପଜିଟିଭ୍ ହେବା ପରେ ଆମେ ହସ୍ପିଟାଲରେ ଆଡମିଟ ହୋଇଛୁ ବୋଲି କହିଛନ୍ତି ଐଶ୍ୱର୍ଯ୍ୟା । ସମସ୍ତେ ଘରେ ରୁହନ୍ତୁ ,ମାସ୍କ ପିନ୍ଧନ୍ତୁ ,ଭ୍ୟାକ୍ସିନ ନିଆନ୍ତୁ ବୋଲି ଐଶ୍ୱର୍ଯ୍ୟା ଅନୁରୋଧ କରିଛନ୍ତି । ନିକଟରେ ଧନୁଷଙ୍କ ଠାରୁ ଐଶ୍ୱର୍ଯ୍ୟାଙ୍କ ବିବାହ ବିଚ୍ଛେଦ ସମସ୍ତଙ୍କୁ ଚକ୍କିତ କରିଥିଲା । ଉଭୟ ବିବାହର ୧୮ ବର୍ଷ ପରେ ଅଲଗା ହେବା ପାଇଁ ନିଷ୍ପତ୍ତି ନେଇଥିଲେ ।
BREAKING NEWS
- ଏସୀୟ କ୍ରୀଡ଼ା ୨୦୨୬: ପାକିସ୍ତାନକୁ ହରାଇ ଫାଇନାଲରେ ଭାରତୀୟ ହକି ଦଳ
- Subhadra ShaktiBazaar:ମୁମ୍ବାଇରେ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’;ମହିଳାଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶିତ
- ଏସୀୟ କ୍ରୀଡ଼ା ଫାଇନାଲ୍: ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ହାତମିଳାକୁ ନେଇ ସସପେନ୍ସ
- Ken-Betwa Project: ମଧ୍ୟପ୍ରଦେଶ ପାନ୍ନା ଗାଁରେ ଅଭିନବ ପ୍ରତିବାଦ
- ସାହସୀ ପାଇଲଟଙ୍କ ପାଇଁ ବଡ଼ ଘୋଷଣା: ସ୍ମିତ୍ ମଚ୍ଛାର ପାଇବେ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ
- Traffic Fines: ଚାଲାଣ ଭରୁନାହାନ୍ତି କି? ସୁପ୍ରିମକୋର୍ଟ ଦେଲେ କଡା ନିର୍ଦ୍ଦେଶ, ଲାଇସେନ୍ସରୁ PUC ଯାଏଁ ସବୁ ସେବା ବନ୍ଦ!
- ନିର୍ବାଚନରେ ରାଜନୈତିକ ଦଳ ପାଇଁ କାହିଁକି ଗୁରୁତ୍ୱପୂର୍ଣ୍ଣ ଶିଳ୍ପପତିଙ୍କ ସାହାଯ୍ୟ?
- Actress Pratyusha Banerjee Death case: ବୟଫ୍ରେଣ୍ଡ ରାହୁଲ ରାଜ୍ ସିଂ ଆଶ୍ୱସ୍ତ
- UPI ଛାଡି ନଗଦ ମୁହାଁ ଲୋକେ? ଚାର୍ଜ ଲାଗିବା ଖବର ପରେ ସର୍ଭେରେ ବଡ ଖୁଲାସା, କ୍ୟାସ୍-କାର୍ଡକୁ ଫେରିବେ ୭୬%!
- ଚୌଦ୍ୱାର ଜେଲ୍ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ

Comments are closed.