Latest Odisha News

BREAKING NEWS

ଘୁଞ୍ଚିଲା ଫିଲ୍ମ ‘ସୂର୍ଯ୍ୟବଂଶୀ’ର ରିଲିଜ ଡେଟ୍‌

ମୁମ୍ବାଇ: ମହାରାଷ୍ଟ୍ରରେ କରୋନାଭାଇରସ୍ ମାମଲା ବୃଦ୍ଧି ହେତୁ ସୋମବାର ଅକ୍ଷୟ କୁମାର ଏବଂ କ୍ୟାଟ୍ରିନା କୈଫଙ୍କ ଅଭିନୀତ ଚଳଚ୍ଚିତ୍ର ‘ସୂର୍ଯ୍ୟବଂଶୀ’ ନିର୍ମାତା ଅନିର୍ଦ୍ଦିଷ୍ଟ କାଳ ପାଇଁ ଫିଲ୍ମର ରିଲିଜ୍ ତାରିଖକୁ ସ୍ଥଗିତ ରଖିଥିବା ନେଇ ଘୋଷଣା କରିଛନ୍ତି।

ମହାରାଷ୍ଟ୍ର ସରକାର ରାଜ୍ୟରେ ବଢୁଥିବା କରୋନା ମାମଲାକୁ ରୋକିବା ପାଇଁ ରାତ୍ରି କର୍ଫ୍ୟୁ ଏବଂ ସାପ୍ତାହିକ ଲକ୍‌ଡାଉନ୍‌ ଘୋଷଣା କରିବାର ଗୋଟିଏ ଦିନ ପରେ ଏହି ନିଷ୍ପତ୍ତି ନିଆଯାଇଛି।

Comments are closed.