ଭୁବନେଶ୍ୱର: ହାଟ ଉପରେ ଲାଗିଲା କରୋନା କଟକଣା । ସନ୍ଧ୍ୟାରେ ଖୋଳିବନି ରାଜଧାନୀ କୌଣସି ହାଟ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏନେଇ ଗାଇଡଲାଇନ ଜାରି ହୋଇଛି । ବିଏମ୍ସି ଅଧିନରେ ଥିବା ସବୁ ହାଟ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ଖୋଲା ରହିବ ।
ୟୁନିଟ-୧, ୟୁନିଟ୍-୨, ସହିଦନଗର, ରୁଚିକା, ଇନ୍ଦ୍ରଧନୁ ଡେଲି ମାର୍କେଟ ଓ ଡମଣା ହାଟ ଆଦି ସନ୍ଧ୍ୟା ୬ଟା ପରେ ବନ୍ଦ ରହିବ। ଏହି ନିୟମ ଆସନ୍ତାକାଲିଠାରୁ ଲାଗୁ ହେବ । ଏହି କଟକଣା ମାର୍ଚ୍ଚ ଆସନ୍ତା ୩୧ ମାର୍ଚ୍ଚ ଯାଏଁ ରହିବ । ତେବେ ହାଟ ଗୁଡ଼ିକୁ କରୋନା ସତର୍କତା ପାଇଁ ସଫାସୂତୁରା ରଖାଯିବାକୁ ବିଏମସି ପକ୍ଷରୁ କୁହାଯାଇଛି।
BREAKING NEWS
- ଷ୍ଟାର୍କଙ୍କ ଐତିହାସିକ ରେକର୍ଡ: ୪୫୦ ଟେଷ୍ଟ ୱିକେଟ୍ ନେବାରେ ବିଶ୍ୱର ପ୍ରଥମ ବାମହାତୀ ଦ୍ରୁତ ବୋଲର
- Dussehra 2026: ନିଜ ହାତରେ ରାବଣ ଦହନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାମରାଜ୍ୟର ଆଦର୍ଶକୁ ମନେ ପକାଇ ଦଶହରା ମଞ୍ଚରୁ ମୋଦୀ ଦେଲେ ବଡ଼ ବାର୍ତ୍ତା…
- ଟାଇଗରଙ୍କୁ ଗୁଳିମାଡ ଘଟଣା; ବଢିଲା ସଲମାନ୍ ଖାନଙ୍କ ସୁରକ୍ଷା, ହାତରେ ବନ୍ଧୁକ…
- Rubio meets Jaishankar: ଭାରତର ପ୍ରଶଂସାରେ ଆମେରିକା ବୈଦେଶିକ ମନ୍ତ୍ରୀ, କହିଲେ, ‘ବିଶୋଧନକାରୀ ମହାଶକ୍ତି’, ଜୟଶଙ୍କର-ରୁବିଓଙ୍କ ମଧ୍ୟରେ ହେଲା ବଡ ବୈଠକ!
- Deepveer baby Devi: ନବମୀରେ ଦୀପିକା-ରଣବୀରଙ୍କ ଘରକୁ ଆସିଲେ ମା’ ଦୁର୍ଗା, ନାଁ ରଖିଲେ ‘ଦେବୀ’!
- ଆସୁଛି ଆଉ ଏକ ଲଘୁଚାପ, ଜାଣନ୍ତୁ ଓଡ଼ିଶାରେ ପ୍ରଭାବ…
- କୋଟିଆ ଉପରେ ନିୟମିତ ନଜର ରଖିବେ ଜିଲ୍ଲାପାଳ ଓ SP
- ରାଜଧାନୀରେ ଦୁର୍ଗାପୂଜା ଭସାଣୀରେ ବାଜିବନି DJ
- ପୂର୍ବତନ କ୍ରିକେଟର ତଥା ସାଂସଦ ୟୁସୁଫ ପଠାଣଙ୍କୁ ଗୁଜୁରାଟ ସରକାରଙ୍କ ବଡ ଉପହାର
- ବିସ୍କୁଟରେ ମିଶୁଛି ଚୋକଡ, କ୍ଷୀରରେ ଡ଼ିଟରଜେଣ୍ଟ; ଏଫଏସଏସଏଆଇ ବଡ଼ କାର୍ଯ୍ୟାନୁଷ୍ଠାନ…

Comments are closed.