କଟକ : ଭକ୍ତଙ୍କ ପ୍ରତୀକ୍ଷାର ହେବ ଅନ୍ତ । ଆସନ୍ତାକାଲିଠୁ କଟକରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ । କୋଭିଡ ନିୟମ ଅନୁସାରେ, ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ସକାଳ ୬ଟାରୁ ରାତି ୮ଟା ପର୍ଯ୍ୟନ୍ତ ଭକ୍ତମାନେ ଦର୍ଶନ କରିପାରିବେ । ତେବେ ସପ୍ତାହନ୍ତ ସଟଡାଉନ ଅର୍ଥାତ ଶନିବାର ଓ ରବିବାର ସାଧାରଣ ଦର୍ଶନ ବନ୍ଦ ରହିବ । ଧର୍ମାନୁଷ୍ଠାନରେ ପ୍ରବେଶ ସମୟରେ ମାସ୍କ ପିନ୍ଧିବା ସହ ଥର୍ମାଲ ସ୍କ୍ରିନିଂ କରାଯିବ । ଅସୁସ୍ଥ ବ୍ୟକ୍ତି, ବୃଦ୍ଧ ବ୍ୟକ୍ତି, ଗର୍ଭବତୀ କିମ୍ବା ୧୦ ବର୍ଷରୁ କମ୍ ପିଲାମାନେ ଧାର୍ମିକ ଅନୁଷ୍ଠାନରେ ପରିଦର୍ଶନ ନ କରିବାକୁ ପରାମର୍ଶ ଦିଆଯାଇଛି । ଧାର୍ମିକ ଅନୁଷ୍ଠାନ ପରିସରରେ ପୂଜାପାଠ କିମ୍ବା କୌଣସି ପ୍ରସାଦ, ଭୋଗ ନେଇପାରିବେ ନାହିଁ ଶ୍ରଦ୍ଧାଳୁ । ସାମାଜିକ ଦୂରତା ବଜାୟ ରଖିବା ସହ ଧର୍ମାନୁଷ୍ଠାନକୁ ସର୍ବାଧିକ ୫୦ ଜଣ ପ୍ରବେଶ କରିପାରିବେ ବୋଲି ସୂଚନା ଦେଇଛି କଟକ ମହାନଗର ନିଗମ ।
BREAKING NEWS
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ

Comments are closed.