ଭୁବନେଶ୍ୱର: କରୋନା ଭାଇରସ ଭୟରେ ବନ୍ଦ ହେଲା ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ । ଏଥିସହ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ସ୍ଥଗିତ କରାଯାଇଛି । କେବଳ ସେତିକି ନୁହେଁ ଏକାଦଶ ପରୀକ୍ଷାକୁ ମଧ୍ୟ ବାତିଲ କରାଯାଇଛି । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।
ଶିକ୍ଷକମାନେ ମଧ୍ୟ ସ୍କୁଲ୍ ଯିବେ ନାହିଁ। ତେବେ ସ୍କୁଲ୍ ନ ଗଲେ ବି ଶିକ୍ଷକମାନେ ସର୍ବଦା ଫୋନ୍ରେ ଆଲର୍ଟ ରହିବାକୁ ସେମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସ୍କୁଲ୍ ଗୁଡ଼ିକ ପରି ରାଜ୍ୟର ସମସ୍ତ କୋଚିଂ ସେଣ୍ଟର ସହିତ ଟ୍ୟୁସନ୍କୁ ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଯଦି କେହି ଏହି ନିମୟ ନମାନନ୍ତି ତେବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି । ଅନ୍ୟପକ୍ଷରେ ଏହି ନିର୍ଦ୍ଦେଶ ଅନୁଯାୟୀ, ଦ୍ୱାଦଶ ଶ୍ରେଣୀ ପାଇଁ ଚାଲୁ ରହିଥିବା ପରୀକ୍ଷା ଜାରି ରହିବ। ସେହିପରି ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଖାତାଦେଖା ଜାରି ରହିବ ନେଇ ପରାମର୍ଶ ଦିଆଯାଇଛି ।
BREAKING NEWS
- Odisha’s new Governor:ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ;ଶପଥ ପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି
- ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣା!୪ କି.ମି.ଖଟିଆରେ ବୁହାହେଲେ ମା’ ଓ ନବଜାତ ଶିଶୁ
- France in flames: ଜଳୁଛି ଫ୍ରାନ୍ସ; ଦୁଇଟି ବିଶ୍ୱଯୁଦ୍ଧର ଝଡ଼ ସହିଥିଲା, ଦଙ୍ଗାର ନିଆଁରେ ଛାରଖାର ୧୪୩ ବର୍ଷର ଐତିହାସିକ ଟାଉନ୍ ହଲ୍!
- Odisha Durga Puja 2026: ମା’ ଦୁର୍ଗାଙ୍କ ଆରାଧନାରେ ଭକ୍ତିମୟ ପରିବେଶ..ଆଜି ମଣ୍ଡପରେ ମହାସପ୍ତମୀ ପୂଜା, ପୀଠରେ ମହାଷ୍ଟମୀ
- Gwalior Temple Tragedy:ମନ୍ଦିର କାନ୍ଥ ଭାଙ୍ଗି ଭିତରକୁ ପଶିଲା ଟ୍ରକ୍; ଚାପି ହୋଇ ୧୩ ଭକ୍ତଙ୍କ ମୃତ୍ୟୁ
- Chorbagan Sarbojanin Durga Pandal Stampede:ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି;ମୁଖ୍ୟମନ୍ତ୍ରୀଙ୍କ ଘୋଷଣା-ମୃତକଙ୍କ ପରିବାରକୁ ୨୫ ଲକ୍ଷର କ୍ଷତିପୂରଣ ଓ ସରକାରୀ ଚାକିରି
- ଫ୍ରାନ୍ସରେ ବ୍ୟାପକ ବିକ୍ଷୋଭ ପ୍ରଦର୍ଶନକାରୀ ଓ ଛାତ୍ରଙ୍କ ଆନ୍ଦୋଳନ ସମୟରେ ହିଂସା ସହ ପୋଡ଼ାଜଳା
- Stampede at Durga Puja pandal:ଦୁର୍ଗାପୂଜାରେ ଦଳାଚକଟା; ୧୭ ମୃତ, ୪୦ଆହତ
- ଗର୍ଭବତୀ ସାମ୍ବାଦିକାଙ୍କୁ ଧକ୍କା ମାମଲା: ତେଜିଲା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
- ଅନ୍ତର୍ଜାତୀୟ ବଡି ବିଲଡର ଜନ୍ମେଜୟ ମହାନ୍ତିଙ୍କ ପରଲୋକ

Comments are closed.