ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବ୍ୟାପିବାରେ ଲାଗିଛି ମହାମାରୀ କରୋନା । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ସରକାରଙ୍କ ଚିନ୍ତା ବି ବଢ଼ିଲାଣି । ବ୍ୟାପୁଥିବା କରୋନା ସଂକ୍ରମଣକୁ ନଜରରେ ରଖି ରାଜ୍ୟରେ ଦଶମ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି ସରକାର । ଭୂତାଣୁର ଭୟାବହତାକୁ ନଜରରେ ରଖି ରାଜ୍ୟର ସମସ୍ତ ସ୍କୁଲକୁ ଏପ୍ରିଲ୍ ୧୯ ତାରିଖରୁ ବନ୍ଦ ରଖିବା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ରାଜ୍ୟର ସମସ୍ତ ଇଂରାଜୀ ମିଡିୟମ ସ୍କୁଲ ଓ ହଷ୍ଟେଲ ମଧ୍ୟ ୧୯ ତାରିଖରୁ ବନ୍ଦ ରହିବ । କରୋନାର ସ୍ଥିତିକୁ ନଜରରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି ।
BREAKING NEWS
- ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ:ମୁଖ୍ୟମନ୍ତ୍ରୀ
- ନିଶା ବେପାରୀଙ୍କ ଉପରେ ପୋଲିସର ବଡ଼ ଆକ୍ସନ; ୪୦୩ ଗ୍ରାମ ବ୍ରାଉନ୍ ସୁଗାର ଜବତ; ଛଅ ଗିରଫ
- ‘MICE ଇନ୍ସେଣ୍ଟିଭ୍ ପୋର୍ଟାଲ୍’ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ;ନିବେଶ ଓ ଅନୁଭୂତିଭିତ୍ତିକ ଭ୍ରମଣକୁ ପ୍ରୋତ୍ସାହିତ କରିବ
- ମାତ୍ର ୫ଟି ବଞ୍ଚିଥିଲେ… , ଆଜି ୩୫୦ ହେବାରୁ ଏହି ଚଢ଼େଇ ଜିତିଲା ବାର୍ଡ ଅଫ୍ ଦି ଇୟର ଟାଇଟଲ
- ପୂର୍ବତନ ବିଧାୟକ ପ୍ରଣବଙ୍କ ଗାଡ଼ିକୁ ଟେକାମାଡ଼;ଦୃଢ କାର୍ଯ୍ୟାନୁଷ୍ଠାନ ଦାବି
- ଏସୀୟ କ୍ରୀଡ଼ା ୨୦୨୬:୨୪ ବର୍ଷ ପରେ ପୁରୁଷଙ୍କଠାରୁ ଆଗରେ ମହିଳା: ୪ଟି ଅଧିକ ସ୍ୱର୍ଣ୍ଣ ଜିତିଲେ, ହକିରେ ମିଳିଲା ଅଲମ୍ପିକ ଟିକେଟ୍
- ଏସୀୟ କ୍ରୀଡ଼ା ୨୦୨୬ ଶେଷ, ଉଦ୍ଯାପନୀ ସମାରୋହରେ ଜାତୀୟ ପତାକା ଉଡ଼ାଇଲେ ନୀରୁ ଢାଣ୍ଡା; କତାରକୁ ହସ୍ତାନ୍ତର ହେଲା ଓସିଏ ଫ୍ଲାଗ୍
- କୁକୁର କାମୁଡ଼ି ଏକ ବର୍ଷର ଶିଶୁକୁ କଲା ଲହୁଲୁହାଣ
- ରୋହିତ ଶର୍ମାଙ୍କୁ ସୁନୀଲ ଗାଭାସ୍କର ଦେଲେ ବଡ଼ ଟାର୍ଗେଟ
- ସେହ୍ୱାଗଙ୍କ ପୁଅଙ୍କୁ ପ୍ରଦାନ କରାଗଲା ଦିଲ୍ଲୀ ଟିମର ବଡ ଦାୟିତ୍ୱ

Comments are closed.