Latest Odisha News

BREAKING NEWS

ଅମରିନ୍ଦର ସିଂ କରୋନା ପଜିଟିଭ

ନୂଆଦିଲ୍ଲୀ: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ‌ସେ ନିଜେ ସୂଚନା ଦେଇଛନ୍ତି।

ସେ ଏକ ଟୁଇଟ୍‌ ଜରିଆରେ କହିଛନ୍ତି ଯେ, “ତାଙ୍କର କରୋନାର ସାମାନ୍ୟ ଲକ୍ଷଣ ରହିଛି। ସେ କ୍ବାରେଣ୍ଟାଇନ୍‌ରେ ଅଛନ୍ତି। ଏହାସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି ବିଶେଷଙ୍କୁ କରୋନା ଟେଷ୍ଟ କରିବାକୁ ଅନୁରୋଧ କରିଛନ୍ତି।”

Comments are closed.