ଜମ୍ମୁକାଶ୍ମୀର: ଆସନ୍ତା ଜୁନ୍ ୨୩ରୁ ଅରମ୍ଭ ହେବ ଚଳିତ ବର୍ଷର ଅମରନାଥ ଯାତ୍ରା । ଏହା ଜୁନ୍ ୨୩ରୁ ଆରମ୍ଭ ହୋଇ ଅଗଷ୍ଟ ୩ରେ ଶେଷ ହେବ । ଏନେଇ ସୂଚନା ଦେଇଛନ୍ତି ଜମ୍ମୁ କାଶ୍ମୀର ରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁ ।
୪୨ ଦିନ ଧରି ଚାଲିବାକୁ ଥିବା ଏହି ଯାତ୍ରାର ଅନ୍ଲାଇନ୍ ରେଜିଷ୍ଟ୍ରେସନ୍ ଏପ୍ରିଲ ୧ରୁ ଆରମ୍ଭ ହେବ । ତେବେ ଏଥିପାଇଁ ୧୩ ବର୍ଷରୁ କମ୍ ଓ ୭୫ ବର୍ଷରୁ ଅଧିକ ଲୋକ ଆବେଦନ କରିପାରିବେ ନାହିଁ । ଏଥିସହ ଯାତ୍ରାର ରାସ୍ତା ଓ କ୍ୟାମ୍ପକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ କରିବାକୁ କମିଟି ମେମ୍ବରମାନେ ଯୋଜନା କରିଛନ୍ତି ।
ଗତ ବର୍ଷ ଜମ୍ମୁ କାଶ୍ମୀରରେ ଧାରା ୩୭୦ ଉଚ୍ଛେଦ ପରେ ଅମରନାଥ ଯାତ୍ରାକୁ ସ୍ଥଗିତ ରଖାଯାଇଥିଲା । ଅଗଷ୍ଟ ୨ ତାରିଖ ଦିନ ଯାତ୍ରାକୁ ବନ୍ଦ କରିଦିଆଯିବା ସହ ଯାତ୍ରୀମାନଙ୍କୁ ଫେରିଯିବା ପାଇଁ ପରାମର୍ଶ ଦେଇଥିଲେ ସରକାର ।
BREAKING NEWS
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
Comments are closed.