ନୂଆଦିଲ୍ଲୀ: ଯଦି ଆପଣ ନିଜେ କିମ୍ବା ଆପଣଙ୍କ କୌଣସି ଖାସ୍ ଲୋକଙ୍କୁ ମୋବାଇଲ୍ ଫୋନ୍ ଉପହାର ଦେବାକୁ ଚାହୁଁଛନ୍ତି ତେବେ ଏହି ଦିପାବଳୀ ଆପଣଙ୍କ ପାଇଁ ଏକ ଉତ୍ତମ ସୁଯୋଗ। ଆମାଜନ୍ ଏବଂ ଫ୍ଲିପ୍କାର୍ଟରେ ଆକର୍ଷଣୀୟ ଅଫର୍ ସହିତ ସୁଲଭ ମୂଲ୍ୟରେ ମିଳୁଛି ଆପଲ୍, ସାମସଙ୍ଗ୍, ମୋଟରୋଲା ପରି ବଡ ବ୍ରାଣ୍ଡ୍ର ମୋବାଇଲ୍ ଫୋନ୍। ଏଥିରେ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବମ୍ପର ରିହାତି ମଧ୍ୟ ପ୍ରଦାନ କରାଯାଉଛି। ଆଇଫୋନ୍ ହେଉ କିମ୍ବା ସାମସଙ୍ଗ ଗାଲାକ୍ସି ନୋଟ୍ ୧୦ ସବୁଥିରେ ମିଳୁଛି ଆକର୍ଷଣୀୟ ଅଫର୍। ଏହି ଅଫର ସହିତ ବ୍ୟାଙ୍କ କାର୍ଡସ୍ରେ ମଧ୍ୟ ଅତିରିକ୍ତ ରିହାତି ସୁବିଧା ଦିଆଯାଉଛି।
BREAKING NEWS
- ଆସୁଛି ଆଉ ଏକ ଲଘୁଚାପ, ଜାଣନ୍ତୁ ଓଡ଼ିଶାରେ ପ୍ରଭାବ…
- କୋଟିଆ ଉପରେ ନିୟମିତ ନଜର ରଖିବେ ଜିଲ୍ଲାପାଳ ଓ SP
- ରାଜଧାନୀରେ ଦୁର୍ଗାପୂଜା ଭସାଣୀରେ ବାଜିବନି DJ
- ପୂର୍ବତନ କ୍ରିକେଟର ତଥା ସାଂସଦ ୟୁସୁଫ ପଠାଣଙ୍କୁ ଗୁଜୁରାଟ ସରକାରଙ୍କ ବଡ ଉପହାର
- ବିସ୍କୁଟରେ ମିଶୁଛି ଚୋକଡ, କ୍ଷୀରରେ ଡ଼ିଟରଜେଣ୍ଟ; ଏଫଏସଏସଏଆଇ ବଡ଼ କାର୍ଯ୍ୟାନୁଷ୍ଠାନ…
- ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟିର ଗଞ୍ଜେଇ ଜବତ, ୩ ଅଟକ…
- ଟାଇଗର ଶ୍ରଫ୍ଙ୍କୁ ଫାୟାରିଂ ପଛର ସତ୍ୟ ବାହାର କଲା ପୋଲିସ: ଚାକିରି ଓ ଟଙ୍କା ଲୋଭରେ କରାଯାଇଥିଲା ଆକ୍ରମଣ
- ଦେଶବାସୀଙ୍କୁ ମୋହନ ଭାଗବତଙ୍କ ସମ୍ୱୋଧନ: କହିଲେ, ଏକତା ଓ ପ୍ରଗତି ରାସ୍ତାରେ ଆମେ ଆଗକୁ ବଢ଼ିବା ଦରକାର
- ରେଲୱେ ଟ୍ରାକ ନିକଟରେ କୁମ୍ଭୀର, ଚିନ୍ତାରେ ଲୋକେ
- ଦଶହରା ଶୁଭେଚ୍ଛା: ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

Comments are closed.