ଯାଜପୁର : ଯାଜପୁର କୁଆଖିଆ ଓଭର ବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକକୁ ପଛପଟୁ ଧକ୍କା ଦେଲା ଆମ୍ବୁଲାନ୍ସ । ଫଳରେ ଘଟଣାସ୍ଥଳରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ସମେତ ୨ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଆମ୍ବୁଲାନ୍ସ ଡ୍ରାଇଭର ମାନସ ରଞ୍ଜନ ସିଂ ହୋଇଥିବା ବେଳେ, ଅନ୍ୟ ଜଣଙ୍କ ପରିଚୟ ମିଳିପାରିନାହିଁ । ଆମ୍ବୁଲାନ୍ସଟି ରୋଗୀଙ୍କୁ ଛାଡ଼ି ଭୁବନେଶ୍ବର ଫେରୁଥିବା ସମୟରେ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଖବର ପାଇ କୁଆଖିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।
BREAKING NEWS
- ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ
- ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
- ଇଣ୍ଡିଗୋ ସଙ୍କଟ; ତଦନ୍ତ କମିଟି ଗଠନ କଲା DGCA
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
Comments are closed.