Latest Odisha News

BREAKING NEWS

ଆମ୍ବୁଲାନ୍ସ ଉପରେ ଓଲଟିଲା ଟ୍ରକ୍, ଜଣେ ମୃତ

ବାରିପଦା: ଆମ୍ବୁଲାନ୍ସ ଉପରେ ଓଲଟିଲା ଟ୍ରକ୍ ମୟୂରଭଞ୍ଜ ବାରିପଦା ବାଙ୍ଗିରିପୋଷି ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଏଥିରେ ଜଣେ ରୋଗୀଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି ତିରିଂ ମେଡିକାଲରୁ ବାରିପଦା ମେଡିକାଲ ଆସୁଥିବା ବେଳେ ଟ୍ରକ ମାଡିଯାଇଥିଲା ମୃତକଙ୍କ ପରିବାର ସହ ଡ୍ରାଇଭର ବି ଗୁରୁତର ଆହତ ହୋଇଛନ୍ତି ଉଦ୍ଧାର କାର୍ଯ୍ୟ ଜାରି ରହିଛି  

 

Leave A Reply

Your email address will not be published.