ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ଟ୍ରମ୍ପ ଯିବା ପୂର୍ବରୁ ଚୀନ୍ ପାଇଁ କ୍ରମାଗତ ଭାବେ ଶକ୍ତ ପ୍ରହାର କରି ଚାଲିଛନ୍ତି। ଆମେରିକାର ରାଷ୍ଟ୍ରପତି ଚାଇନାର ସର୍ବବୃହତ ସଫ୍ଟୱେର୍ ନିର୍ମାତା ଏମ୍ଆଇସି କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହା ବ୍ୟତୀତ ଚାଇନାର ଚାରୋଟି ଦିଗ୍ଗଜ ତୈଳ କମ୍ପାନୀ CNOOC ସମେତ ଅନ୍ୟ ଚାରୋଟି କମ୍ପାନୀ ବ୍ଲାକ୍ଲିଷ୍ଟ୍ ଅନ୍ତର୍ଭୁକ୍ତ କରିଛି। ଆମେରିକାର ପ୍ରତିରକ୍ଷା ବିଭାଗ ଏହି ସୂଚନା ଗଣମାଧ୍ୟମକୁ ପ୍ରଦାନ କରିଛି।
BREAKING NEWS
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
- ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…
- papa buka : ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓଡିଆ ପ୍ରଯୋଜକଙ୍କ “ପାପା ବୁକା’;ଏକାଡେମୀ ଆୱାର୍ଡସର ୩ ବିଭାଗରେ…
- ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍ଡିଙ୍ଗର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
Comments are closed.