ନୂଆଦିଲ୍ଲୀ: କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜନତ କଫ୍ୟୁର ଘୋଷଣା କରିଛନ୍ତି । ଏହା ମଧ୍ୟରେ ସନ୍ଧ୍ୟା ୫ଟା ବେଳେ ନିଜ ଘର ବାଲକୋନୀ କିମ୍ବା ଛାତ ଉପରେ କରୋନା ଆକ୍ରାନ୍ତ ଏବଂ ସେମାନଙ୍କୁ ସହଯୋଗ କରୁଥିବା ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଏବଂ ଅନ୍ୟ ଅଧିକାରୀମାନଙ୍କ ପାଇଁ ତାଳି ବଜାଇବା ପାଇଁ ମଧ୍ୟ ମୋଦି କହିଛନ୍ତି ।
ସ୍ପେନରେ ମଧ୍ୟ ରାତି ୧୦ଟା ବେଳେ ସମସ୍ତ ନାଗରିକ ନିଜ ଘର ଝରକା ଖୋଲି ତାଳି ବଜାଇ ମନୋବଳ ବଢ଼ାଉଛନ୍ତି । କରୋନାରେ ସ୍ପେନରେ ଏ ପର୍ଯ୍ୟନ୍ତ ୮୫୦ ପାଖାପାଖି ଲୋକ ମୃତ୍ୟୁବରଣ କରିସାରିଛନ୍ତି । ସେଥିପାଇଁ ସ୍ଥାନୀୟ ସରକାର ଲକ୍ଡାଉନ ଘୋଷଣା କରିଛନ୍ତି । ସେହିପରି ଇଟାଲୀ ଏବଂ ଇସ୍ରାଏଲରେ ମଧ୍ୟ ସମାନ ଢ଼ଙ୍ଗରେ ନାଗରିକମାନେ କରୋନା ଆକ୍ରାନ୍ତ ଓ ସ୍ୱାସ୍ଥ୍ୟକର୍ମୀଙ୍କ ମନୋବଳ ବଢ଼ାଉଛନ୍ତି ।
BREAKING NEWS
- ନିଶା ବେପାରୀଙ୍କ ଉପରେ ପୋଲିସର ବଡ଼ ଆକ୍ସନ; ୪୦୩ ଗ୍ରାମ ବ୍ରାଉନ୍ ସୁଗାର ଜବତ; ଛଅ ଗିରଫ
- ‘MICE ଇନ୍ସେଣ୍ଟିଭ୍ ପୋର୍ଟାଲ୍’ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ;ନିବେଶ ଓ ଅନୁଭୂତିଭିତ୍ତିକ ଭ୍ରମଣକୁ ପ୍ରୋତ୍ସାହିତ କରିବ
- ମାତ୍ର ୫ଟି ବଞ୍ଚିଥିଲେ… , ଆଜି ୩୫୦ ହେବାରୁ ଏହି ଚଢ଼େଇ ଜିତିଲା ବାର୍ଡ ଅଫ୍ ଦି ଇୟର ଟାଇଟଲ
- ପୂର୍ବତନ ବିଧାୟକ ପ୍ରଣବଙ୍କ ଗାଡ଼ିକୁ ଟେକାମାଡ଼;ଦୃଢ କାର୍ଯ୍ୟାନୁଷ୍ଠାନ ଦାବି
- ଏସୀୟ କ୍ରୀଡ଼ା ୨୦୨୬:୨୪ ବର୍ଷ ପରେ ପୁରୁଷଙ୍କଠାରୁ ଆଗରେ ମହିଳା: ୪ଟି ଅଧିକ ସ୍ୱର୍ଣ୍ଣ ଜିତିଲେ, ହକିରେ ମିଳିଲା ଅଲମ୍ପିକ ଟିକେଟ୍
- ଏସୀୟ କ୍ରୀଡ଼ା ୨୦୨୬ ଶେଷ, ଉଦ୍ଯାପନୀ ସମାରୋହରେ ଜାତୀୟ ପତାକା ଉଡ଼ାଇଲେ ନୀରୁ ଢାଣ୍ଡା; କତାରକୁ ହସ୍ତାନ୍ତର ହେଲା ଓସିଏ ଫ୍ଲାଗ୍
- କୁକୁର କାମୁଡ଼ି ଏକ ବର୍ଷର ଶିଶୁକୁ କଲା ଲହୁଲୁହାଣ
- ରୋହିତ ଶର୍ମାଙ୍କୁ ସୁନୀଲ ଗାଭାସ୍କର ଦେଲେ ବଡ଼ ଟାର୍ଗେଟ
- ସେହ୍ୱାଗଙ୍କ ପୁଅଙ୍କୁ ପ୍ରଦାନ କରାଗଲା ଦିଲ୍ଲୀ ଟିମର ବଡ ଦାୟିତ୍ୱ
- ଇରାନୀ କପ୍: ଜାମ୍ମୁ-କାଶ୍ମୀରକୁ ହରାଇ ଚାମ୍ପିୟନ୍ ହେଲା ରେଷ୍ଟ ଅଫ୍ ଇଣ୍ଡିଆ

Comments are closed.