ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି । ଏଥିପାଇଁ ଗୃହମନ୍ତ୍ରୀ ଅମିତ ଶାହା ଖୋଦ୍ ଦିଲ୍ଲୀର ଦାୟିତ୍ୱ ନେଇଛନ୍ତି। ସୋମବାର ସର୍ବଦଳୀୟ ବୈଠକ ଡାକିବା ସହ କରୋନା ପରୀକ୍ଷା ସଂଖ୍ୟା ବଢ଼ାଇବାକୁ କହିଛନ୍ତି । ଏଥିସହ ଏଲ୍ଏନଜେପି ହସ୍ପିଟାଲ ବୁଲି ଦେଖିଛନ୍ତି ।
ଶାହା କୋଭିଡ ହସ୍ପିଟାଲର ୱାର୍ଡରେ ସିସିଟିଭି କ୍ୟାମେରା ଲଗାଇବାକୁ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ସଂକ୍ରମିତଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖାଯାଇପାରିବ ବୋଲି ସେ କହିଛନ୍ତି । ଏଥିସହ ଆକ୍ରାନ୍ତଙ୍କୁ ଖାଦ୍ୟ ଯୋଗାଉଥିବା କ୍ୟାଂଟିନର ବ୍ୟାକ୍ଅପ୍ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଅମିତ ଶାହା ।
BREAKING NEWS
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
- ୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
- ମୋଦିଙ୍କ ଗସ୍ତ ପୂର୍ବରୁ ବୋମା ଧମକ, ଆଲର୍ଟରେ ପ୍ରଶାସନ…
- ଆଇଏଫଏସ ଅଧିକାରୀ କେ.ମୁରୁଗେସାନ୍ ହେଲେ ନୂଆ ପିସିସିଏଫ
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
- ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ
Comments are closed.