ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି । ଏଥିପାଇଁ ଗୃହମନ୍ତ୍ରୀ ଅମିତ ଶାହା ଖୋଦ୍ ଦିଲ୍ଲୀର ଦାୟିତ୍ୱ ନେଇଛନ୍ତି। ସୋମବାର ସର୍ବଦଳୀୟ ବୈଠକ ଡାକିବା ସହ କରୋନା ପରୀକ୍ଷା ସଂଖ୍ୟା ବଢ଼ାଇବାକୁ କହିଛନ୍ତି । ଏଥିସହ ଏଲ୍ଏନଜେପି ହସ୍ପିଟାଲ ବୁଲି ଦେଖିଛନ୍ତି ।
ଶାହା କୋଭିଡ ହସ୍ପିଟାଲର ୱାର୍ଡରେ ସିସିଟିଭି କ୍ୟାମେରା ଲଗାଇବାକୁ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ସଂକ୍ରମିତଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖାଯାଇପାରିବ ବୋଲି ସେ କହିଛନ୍ତି । ଏଥିସହ ଆକ୍ରାନ୍ତଙ୍କୁ ଖାଦ୍ୟ ଯୋଗାଉଥିବା କ୍ୟାଂଟିନର ବ୍ୟାକ୍ଅପ୍ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଅମିତ ଶାହା ।
BREAKING NEWS
- Master Canteen Violence:ମାଷ୍ଟରକ୍ୟାଣ୍ଟିନ ହିଂସା:ଅନଲାଇନ୍ ଅଟୋ ସଂଘ ସଭାପତି ଦୀନବନ୍ଧୁ ପୁରୀରୁ ଗିରଫ
- ଯଥାଶୀଘ୍ର ପୂରଣ ହେବ ବିଶ୍ୱ ବିଦ୍ୟାଳୟରେ ଖାଲି ପଡ଼ିଥିବା ପଦବୀ
- Superstition Murder: ସ୍ତ୍ରୀକୁ ଫେରିପାଇବା ପାଇଁ ସାଙ୍ଗକୁ ବଳି
- ବଡ଼ ପରଦାରେ ପୁଣି ଏକାଠି ହେବେ ସନ୍ନି-ରାଜକୁମାର; ଖୁବ୍ଶୀଘ୍ର ଆସୁଛି ଆକ୍ସନ୍ ଥ୍ରୀଲର ଘାତକ ୨
- ଆଶ୍ରମ ବିଦ୍ୟାଳୟରେ ବ୍ୟାପିଲାଣି ଜଣ୍ଡିସ;ଗୋଟିଏ ସପ୍ତାହରେ ୧୦ ଛାତ୍ରଛାତ୍ରୀ ଆକ୍ରାନ୍ତ
- ମହାନଦୀ ଜଳ ବିବାଦ: ସମାଧାନର ବାଟ ଫିଟାଇବ କେନ୍ଦ୍ରୀୟ ଜଳ ଆୟୋଗଙ୍କ ସ୍ୱତନ୍ତ୍ର ବୈଷୟିକ କମିଟି
- ଓୟୁଏଟିରେ ବଡ଼ ଅଘଟଣ: ନିର୍ମାଣାଧୀନ ଗେଟ୍ର ଛାତ ଭୁସୁଡ଼ି ୩ ଶ୍ରମିକ ଆହତ
- ରାଜ୍ୟ ବାହାରକୁ ବଜ୍ରକାପ୍ତା ଚୋରା ଚାଲାଣ ବେଳେ ମାଡ଼ିବସିଲା ବନବିଭାଗ, ୩ ଗିରଫ
- ହକି ୱାର୍ଲ୍ଡ କପ୍ ୨୦୨୬: ନେଦରଲ୍ୟାଣ୍ଡସ ବିପକ୍ଷରେ ଭାରତର କର ବା ମର ମୁକାବିଲା
- India, Singapore sign pacts:ସାମୁଦ୍ରିକ ଐତିହ୍ୟ, ଖାଦ୍ୟ ସୁରକ୍ଷା ଓ ଟେଲିକମ୍ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଭାରତ ଓ ସିଙ୍ଗାପୁର ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

Comments are closed.