ଭୁବନେଶ୍ୱର: ଶୁକ୍ରବାରଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ସେ ଆସନ୍ତାକାଲି ୧୦ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ । ଏହାପରେ ପ୍ରଥମେ ଲୋକସେବା ଭବନରେ ଆୟୋଜିତ ହେବାକୁ ଥିବା ପୂର୍ବ ଭାରତ ରଜ୍ୟମାନଙ୍କର ମୁଖ୍ୟମନ୍ତ୍ରୀ ସମ୍ମିଳନୀରେ ଯୋଗଦେବେ।
ଏହାପରେ ଜନତା ମଇଦାନରେ ଆୟୋଜିତ ସଭା କାର୍ଯ୍ୟରେ ଯୋଗଦେଇ ସିଏଏ ଓ ଏନ୍ଆର୍ସିକୁ ନେଇ ଲୋକଙ୍କୁ ସଚେତନ କରିବେ । ସନ୍ଧ୍ୟାରେ ହୋଟେଲ ମେ ଫେୟାରରେ ବିଜେପି କର୍ମୀଙ୍କ ସହ ଆଲୋଚନା କରିବେ ଗୃହମନ୍ତ୍ରୀ । ଏହା ପରେ ସେ ପୁରୀ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି । ୨୯ ତାରିଖ ସକାଳୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଏବଂ ପରେ ଦିନ ୧୧ଟାରେ ଭୁବନେଶ୍ୱର ପହଂଚି ଲିଙ୍ଗରାଜ ମନ୍ଦିର ଯିବେ ଅମିତ ଶାହା । ଏହାପରେ ଅପରାହ୍ନରେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲର ଉଦ୍ଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇ ଦିଲ୍ଲୀ ଫେରିଯିବେ ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.