ନୂଆଦିଲ୍ଲୀ: ବିଗ୍ ବି ଅମିତାଭ ବଚ୍ଚନ ସୋସିଆଲ ମିଡିଆ ମାଧ୍ୟମରେ ନିଜର ଚିନ୍ତାଧାରା ଏବଂ ଅନୁଭୂତିକୁ ପ୍ରଶଂସକ ଏବଂ ଅନୁସରଣକାରୀଙ୍କ ସହ ବାଣ୍ଟିବାକୁ ପସନ୍ଦ କରନ୍ତି। ତେବେ ଏଇ କିଛି ଘଣ୍ଟା ପୂର୍ବରୁ ସେ ସୋସିଆଲ ମିଡିଆରେ ଏକ ଭିଡିଓ ସେୟାର କରିଥିଲେ। ଏହି ଭିଡିଓରେ ଜଣେ ଛୋଟ ଝିଅ ହରିୟାଣୀ ଗୀତରେ ନାଚୁଥିବା ଦେଖିବାକୁ ମିଳିଛି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହେବାରେ ଲାଗିଛି।
ଏହି ଭିଡିଓରେ ଝିଅଟି ହରିୟାଣୀ ଗୀତରେ ନାଚୁଥିବା ନଜର ଆସିଛି। ତେବେ ନାଚୁଥିବା ସମୟରେ ଝିଅଟି ପିନ୍ଧିଥିବା ଜୋତା ବାହାରି ଆସିଥିଲା ତଥାପି ସେ ଝିଅଟି ନିଜ ନୃତ୍ୟ ଜାରି ରଖିଥିଲା। ଝିଅର ନୃତ୍ୟ ତାର ଉତ୍ସାହ ଦେଖି ବିଗ୍ ବି ଏହି ଝିଅଟିକୁ ବହୁତ ପ୍ରଶଂସା କରିଛନ୍ତି ଏବଂ ଝିଅର ପ୍ରତିଭା ଦେଖି ଆଶ୍ଚର୍ଯ୍ୟ ହୋଇଥିଲେ।
BREAKING NEWS
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
Comments are closed.