ନୂଆଦିଲ୍ଲୀ: ବିଗ୍ ବି ଅମିତାଭ ବଚ୍ଚନ ସୋସିଆଲ ମିଡିଆ ମାଧ୍ୟମରେ ନିଜର ଚିନ୍ତାଧାରା ଏବଂ ଅନୁଭୂତିକୁ ପ୍ରଶଂସକ ଏବଂ ଅନୁସରଣକାରୀଙ୍କ ସହ ବାଣ୍ଟିବାକୁ ପସନ୍ଦ କରନ୍ତି। ତେବେ ଏଇ କିଛି ଘଣ୍ଟା ପୂର୍ବରୁ ସେ ସୋସିଆଲ ମିଡିଆରେ ଏକ ଭିଡିଓ ସେୟାର କରିଥିଲେ। ଏହି ଭିଡିଓରେ ଜଣେ ଛୋଟ ଝିଅ ହରିୟାଣୀ ଗୀତରେ ନାଚୁଥିବା ଦେଖିବାକୁ ମିଳିଛି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହେବାରେ ଲାଗିଛି।
ଏହି ଭିଡିଓରେ ଝିଅଟି ହରିୟାଣୀ ଗୀତରେ ନାଚୁଥିବା ନଜର ଆସିଛି। ତେବେ ନାଚୁଥିବା ସମୟରେ ଝିଅଟି ପିନ୍ଧିଥିବା ଜୋତା ବାହାରି ଆସିଥିଲା ତଥାପି ସେ ଝିଅଟି ନିଜ ନୃତ୍ୟ ଜାରି ରଖିଥିଲା। ଝିଅର ନୃତ୍ୟ ତାର ଉତ୍ସାହ ଦେଖି ବିଗ୍ ବି ଏହି ଝିଅଟିକୁ ବହୁତ ପ୍ରଶଂସା କରିଛନ୍ତି ଏବଂ ଝିଅର ପ୍ରତିଭା ଦେଖି ଆଶ୍ଚର୍ଯ୍ୟ ହୋଇଥିଲେ।
BREAKING NEWS
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ
- କନ୍ଧମାଳ ଜିଲ୍ଲାରେ ଟିପିଏସ୍ଓଡିଏଲ୍ ପକ୍ଷରୁ ‘ସୋଲାର ରଥ’ ଶୁଭାରମ୍ଭ

Comments are closed.