ମୁମ୍ବାଇ : ବଲିଓଡ ତାରକା ସଲଖାନ୍ଙ୍କ ପରେ ଅମିତାଭ ବଚ୍ଚନଙ୍କ ସୁରକ୍ଷା ବଢ଼ାଇଲା ମୁମ୍ବାଇ ପୋଲିସ। ବିଗ୍ ବିଙ୍କୁ ମିଳିଲା ଏକ୍ସ ଶ୍ରେଣୀର ସୁରକ୍ଷା । ବଡ଼ ବଡ଼ ସେଲିବ୍ରିଟିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁମ୍ବାଇ ସରକାର ଏବଂ ରାଜ୍ୟ ସରକାର ସୁରକ୍ଷା ବଢ଼ାଉଛନ୍ତି । ସଲମାନ ଖାନଙ୍କୁ ଓ୍ଵାଇ ପ୍ଲାସ୍ କାଟେଗୋରୀର ସୁରକ୍ଷା ଦିଆଯାଇଥିବା ବେଳେ ଏବେ ବଲିଉଡ୍ର ଶେହନଶାହ ଅମିତାଭ ବଚ୍ଚନଙ୍କ ସୁରକ୍ଷାକୁ ବଢ଼ାଇ ଦିଆଯାଇଛି। ବଡ଼ ବଡ଼ ଅଭିନେତାଙ୍କୁ କୌଣସି ନା କୌଣସି ପ୍ରକାରର ଧମକ ମିଳୁଛି। ଏହି କାରଣରୁ ସେମାନଙ୍କ ସୁରକ୍ଷାକୁ ବଢ଼ାଇ ଦିଆଯାଉଛି। ଏହାପୂର୍ବରୁ ମୁମ୍ବାଇ ପୁଲିସ ଅମିତାଭ ବଚ୍ଚନଙ୍କୁ ସୁରକ୍ଷା ଦେଉଥିଲା। ବର୍ତ୍ତମାନ ଅମିତାଭ ବଚ୍ଚନଙ୍କ ସୁରକ୍ଷା ଦାୟିତ୍ବରେ ତିନିଜଣ ପୁଲିସ ଭିନ୍ନ ଭିନ୍ନ ସିଫ୍ଟରେ ରହିବେ। ଅକ୍ଷୟ କୁମାର ଏବଂ ଅନୁପମ ଖେରଙ୍କ ସୁରକ୍ଷା କ୍ଷେତ୍ରରେ ମଧ୍ୟ ଏହା କରାଯାଇଛି। ଅନୁପମ ଖେର ଏବଂ ଅକ୍ଷୟ କୁମାରଙ୍କୁ ଏକ୍ସ ବର୍ଗର ସୁରକ୍ଷା ଦିଆଯାଇଛି।
BREAKING NEWS
- ଏସୀୟ କ୍ରୀଡ଼ା ୨୦୨୬: ପାକିସ୍ତାନକୁ ହରାଇ ଫାଇନାଲରେ ଭାରତୀୟ ହକି ଦଳ
- Subhadra ShaktiBazaar:ମୁମ୍ବାଇରେ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’;ମହିଳାଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶିତ
- ଏସୀୟ କ୍ରୀଡ଼ା ଫାଇନାଲ୍: ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ହାତମିଳାକୁ ନେଇ ସସପେନ୍ସ
- Ken-Betwa Project: ମଧ୍ୟପ୍ରଦେଶ ପାନ୍ନା ଗାଁରେ ଅଭିନବ ପ୍ରତିବାଦ
- ସାହସୀ ପାଇଲଟଙ୍କ ପାଇଁ ବଡ଼ ଘୋଷଣା: ସ୍ମିତ୍ ମଚ୍ଛାର ପାଇବେ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ
- Traffic Fines: ଚାଲାଣ ଭରୁନାହାନ୍ତି କି? ସୁପ୍ରିମକୋର୍ଟ ଦେଲେ କଡା ନିର୍ଦ୍ଦେଶ, ଲାଇସେନ୍ସରୁ PUC ଯାଏଁ ସବୁ ସେବା ବନ୍ଦ!
- ନିର୍ବାଚନରେ ରାଜନୈତିକ ଦଳ ପାଇଁ କାହିଁକି ଗୁରୁତ୍ୱପୂର୍ଣ୍ଣ ଶିଳ୍ପପତିଙ୍କ ସାହାଯ୍ୟ?
- Actress Pratyusha Banerjee Death case: ବୟଫ୍ରେଣ୍ଡ ରାହୁଲ ରାଜ୍ ସିଂ ଆଶ୍ୱସ୍ତ
- UPI ଛାଡି ନଗଦ ମୁହାଁ ଲୋକେ? ଚାର୍ଜ ଲାଗିବା ଖବର ପରେ ସର୍ଭେରେ ବଡ ଖୁଲାସା, କ୍ୟାସ୍-କାର୍ଡକୁ ଫେରିବେ ୭୬%!
- ଚୌଦ୍ୱାର ଜେଲ୍ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ

Comments are closed.