Latest Odisha News

BREAKING NEWS

ଜଲ୍‌ସାରେ ପଶିଲା କରୋନା

ମୁମ୍ବାଇ: ଅମିତାଭ ବଚ୍ଚନଙ୍କ ମୁମ୍ବାଇସ୍ଥିତ ବାସଭବନ ଜଲ୍‌ସାରେ କାର୍ଯ୍ୟ କରୁଥିବା ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜାନୁଆରୀ ୨ରେ ତାଙ୍କ ବାସଭବନରେ ଥିବା ୩୧ ଜଣ କର୍ମଚାରୀଙ୍କ କରୋନା ଟେଷ୍ଟ କରାଯାଇଥିଲା।

ସେଥିରୁ ୩୦ ଜଣଙ୍କର ରିପୋର୍ଟ ନେଗେଟିଭ ଆସିଥିବା ବେଳେ ସେଥିମଧ୍ୟରୁ କେବଳ ଜଣଙ୍କର ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି।

୨୦୨୦ରେ, ଅମିତାଭ ବଚ୍ଚନ କରୋନା ସଂକ୍ରମିତ ହୋଇଥିଲେ। ପରେ ତାଙ୍କୁ ମୁମ୍ବାଇର ନାନାବତୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

Leave A Reply

Your email address will not be published.