Latest Odisha News

ପାଣି ଭିତରୁ ଭଗ୍ନ ମନ୍ଦିର ଉଦ୍ଧାର

ମାଲକାନାଗିରି : ପାଣି ଭିତରୁ ଉଦ୍ଧାର ହୋଇଛି ଭଗ୍ନ ମନ୍ଦିର । ମାଲକାନାଗିରି ବାଲିମେଳା ଜଳ ଭଣ୍ଡାରରୁ ମିଳିଛି ପୁରୁଣା ମନ୍ଦିରର ଭଗ୍ନ ଅଂଶ । ଜଳଭଣ୍ଡାରରୁ ପାଣି କମିଯିବାରୁ ଏହି ପ୍ରାଚୀନ ମନ୍ଦିର ଦୃଶ୍ୟ ମାନ ହୋଇଛି । ଖାଲି ସେତିକି ନୁହେଁ ଆଖପାଖରୁ ମଧ୍ୟ ବହୁ ଛୋଟ ବଡ ମୂର୍ତ୍ତି ଉଦ୍ଧାର କରାଯାଇଛି । ତେବେ ଏହି ଗୁଡିକର ରକ୍ଷଣାବେକ୍ଷଣ ସହ ମନ୍ଦିରର ପୁନରୁଦ୍ଧାର କରାଯିବାକୁ ସ୍ଥାନୀୟ ଲୋକେ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.