ଭୁବନେଶ୍ୱର: ଆଜି ସନ୍ଧ୍ୟା ୭.୪୫ରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ଏଥିରେ ଶ୍ରୀମନ୍ଦିର ରଥଯାତ୍ରା ପ୍ରସଙ୍ଗରେ ଆଲୋଚନା ହୋଇପାରେ। ବୈଠକରେ ଆଡଭୋକେଟ ଜେନେରାଲ ଉପସ୍ଥିତ ରହିବେ । ଏହାଛଡା ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ଉନ୍ନୟନ କମିଶନର, ଆଇନ ସଚିବ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି ।
BREAKING NEWS
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
Comments are closed.