Latest Odisha News

BREAKING NEWS

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ସନ୍ଧ୍ୟା ୭.୪୫ରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ଏଥିରେ ଶ୍ରୀମନ୍ଦିର ରଥଯାତ୍ରା ପ୍ରସଙ୍ଗରେ ଆଲୋଚନା ହୋଇପାରେ। ବୈଠକରେ ଆଡଭୋକେଟ ଜେନେରାଲ ଉପସ୍ଥିତ ରହିବେ । ଏହାଛଡା ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ଉନ୍ନୟନ କମିଶନର, ଆଇନ ସଚିବ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.